ଟ୍ରେନ୍ରେ ଡକାୟତି ଯୋଜନା: ଗ୍ୟାଙ୍ଗର ୬ ଗିରଫ
ବ୍ରହ୍ମପୁର ଅଫିସ,୩ା୬ : ବ୍ରହ୍ମପୁର ରେଳବାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ୪ ନମ୍ବର ପ୍ଲାଟଫର୍ମରୁ କୋଣାର୍କ ଏକ୍ସପ୍ରେସରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ମାଷ୍ଟରମାଇଣ୍ଡଙ୍କ ସମେତ ୬ ଜଣଙ୍କୁ କାବୁ କରିଛି। ସେମାନଙ୍କ ମଧ୍ୟରେ ୫ ଜଣ ବିହାର ଅଞ୍ଚଳର…
ବିକାଶର ନାଁ ଗଁଧ୍ ନାଇଁ, ତଥାପି ବିତୁଛେ ଜୀବନ୍
ଭବାନୀପାଟଣା, ୩ା୬ (ଡି.ଏନ୍.ଏ): କଳାହାଣ୍ଡି ଜିଲାର ଜୟପାଟଣା ବ୍ଲକ ଅଁଲାଭଟା ପଁଚେତ୍ର ପାହାଡ଼ ସିଘେ ପଟାକୁସୁମୀ, ଟେଣ୍ଡକାଚୁଆଁ, କର୍ଲାକୋଟ, ଦାବ୍ରିଘାଟି, କରାଘାଟି ଲେଖେଁ ଗାଁମାନ ରହିଛେ। ଗୁଟେ ଅପହଁଚ୍ ଇଲାକା ସଂଗେ ଅଣ ସର୍ବେକ୍ଷଣ ଭୂଇଁରେ ଇ ଗାଁମାନ ବସିଥିଲାବେଲେ ପଟାକୁସୁମୀ…
ଅଧାପନ୍ତରିଆ ହେଇ ପଡ଼ିଛେ ପ୍ରକଳ୍ପ: ପାଏନ୍ ଲାଗି ଡହକ୍ବିକଲ ଲରିଆବାହାଲବାସୀ
ଡୁଙ୍ଗୁରିପାଲି, ୩ା୬(ଡି.ଏନ୍.ଏ) : କେନ୍ଦ୍ର ଆର ରାଏଜ୍ ସରକାର ଗାଁଗଁଲିରୁ ସହର ତକ୍ ସବୁ ଲୁକ୍କୁ ନିରମଲ ପିଇଲା ପାଏନ୍ ଯୁଗେଇ ଦେବାକେ ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ ଦାଇତିଅରେ ଥିବାର ଅଧ୍କାରୀ, କରମ୍ଚାରୀ, ଜନପରତିନିଧିମାନକର ଆଁତରିକତା ଅଭାବୁ ସରକାରକଁର…
କମୁଛେ ପାରମ୍ପରିକ ଥଁଡା ପାନୀୟର ଚାହିଦା
ଭବାନୀପାଟଣା, ୩ା୬ (ଡି.ଏନ୍.ଏ): କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଆସର ପାସର ଅଂଚଲରେ ଖରା ଝାଉର ପରକୋପ ଜାରି ରହିଛେ। ଏନ୍ତାଥି ଦୁକାନ ବଜାରରେ ପାରମ୍ପାରିକ ଦେଶୀ ଥଁଡା ପାନୀୟର ଠାନ୍ ଭିନେ ଭିନେ କମ୍ପାନୀର ପାନୀୟ ନେଇଛେ। ଆଏଜକାଲି…
ଅଜନା ରୋଗ୍ରେ ପୀଡ଼ିତ ଅଭିଜିତ: ଚିକିତ୍ସା ଲାଗି ଟଁକା ବାଧକ
ବୌଦ୍ଧ,୩।୬(ସ୍ବ.ପ୍ର): ମା’ବାପ୍ ପୁଓଟେ ପାଏବାର ଲାଗି କେତେ ଉପାସ, ପୂଜାପାଠ୍ କଲେ। ଶେଷେ ପୁଓଟେ ପାଏଲେ। ହେଲେ ପୁଓ ଜନମ ହେବାର ମାସକେତେ ଉତାରୁ କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ହେଲା। ମା’ବାପ୍ ଲାଗ୍ ବରମସ କରି ପୁଓର ଚିକିତ୍ସା…
ପେଟର ଲାଗି ନାଟ: ଜାଦୁ ଖେଲ ଦେଉଛେ ପେଟକେ ଦାନା
ଅତାବିରା, ୩।୬ (ଡି.ଏନ୍.ଏ): ପେଟର ଲାଗି ଦାନା ଯୁଗାଡ଼ କରବାକେ ରାଜସ୍ଥାନ ଜଲବାର ଗାଁରୁ ଆସି ଗୁଟେ ପରିବାର ଓଡ଼ିଶାର ଭିନେ ଭିନେ ଅଂଚଲରେ ବୁଲୁଛନ୍। ସେମାନେ ଗାଁ ଗାଁ ବୁଲି, ଜାଦୁ ଖେଲ ଦେଖେଇ ଦୁଇ ପଏସା ରୁଜଗାର କରୁଥିବାର…
ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ
ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍ କାଟ୍ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍ବ ଜଳୁଥିଲେ…
ପୋଡିଯାଇଛି ଟ୍ରାନ୍ସଫର୍ମର, ମରାମତି ଦାବି
ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ଗିରାଙ୍ଗ ସିପିପି ରାସ୍ତାପାର୍ଶ୍ୱରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ୩ ସାହିବାସୀ ଅନ୍ଧାରରେ ରହୁଛନ୍ତି। ପ୍ରବଳ ଗରମ ଗୁଳୁଗୁଳିରେ ସାହିର ପ୍ରାୟ ୪୦ ଉପଭୋକ୍ତା ହନ୍ତସନ୍ତ…
ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା ଅଭିଯୋଗ
ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଗଡବାନ୍ଧପଡା ଗ୍ରାମର ମହେଶ୍ୱର ଚକ୍ରଙ୍କ ଝିଅ ମାନସୀ(୩୫) ୨୦୦୭ରେ ପରଜଙ୍ଗ…
ମରାମତି ହେଉନି ଯାତ୍ରୀ ବିଶ୍ରାମାଗାର
ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ଯାତ୍ରୀ ବିଶ୍ରାମାଗାରଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏହାର ମରାମତି କରାଯାଉ ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ଦିନ ହେଲା ବିଶ୍ରାମାଗାରଟି ଶୋଚନୀୟ ଅବସ୍ଥାରେ ଥିଲେ ମଧ୍ୟ ଏଥିପ୍ରତି…
ବିପଦ ସୃଷ୍ଟି କରୁଛି ରାଜପଥ ପାର୍ଶ୍ୱ ଶୁଖିଲା ଗଛ
ଛେଣ୍ଡିପଦା,୩।୬(ସ୍ବ.ପ୍ର.) ଅନୁଗୋଳ ଛେଣ୍ଡିପଦା ୬୩ନଂ. ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ଅନେକ ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା ଯାତ୍ରୀଙ୍କ ପାଇଁ ବିପଦ ସୃଷ୍ଟି କରୁଛି। ବିଶେଷକରି ଛେଣ୍ଡିପଦା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଏହି ଶୁଖିଲା ଗଛଗୁଡ଼ିକ…
ଆର୍ଆଇଙ୍କୁ ମାଡ଼ ମାରି ଜଣେ ଗିରଫ
ଢେଙ୍କିକୋଟ, ୩ା୬(ଡି.ଏନ୍.ଏ.) -ଘଟଗାଁ ତହସିଲ ଅଧୀନ ପିପିଳିଆ ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର ଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ପଞ୍ଚାୟତ ମଣ୍ଡାଟାଙ୍ଗର ଗ୍ରାମରେ ଜଣେ ବ୍ୟକ୍ତି…

