ହଜିଗଲା ମାନବିକତା: ଫସଲ ନଷ୍ଟ କରିବାରୁ ମାଙ୍କଡ଼କୁ ମାରି ଝୁଲାଇଦେଲେ
କବିସୂର୍ଯ୍ୟନଗର,୯।୧(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଓ ପୋଲସରା ରେଞ୍ଜ୍ ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଫସଲ ନଷ୍ଟ କରୁଥିବା ଅଭିଯୋଗରେ କିଛି ଲୋକ ଏକ ମାଙ୍କଡ଼କୁ ନିର୍ଦ୍ଦୟ ଭାବେ ପିଟିପିଟି ମାରିବା ପରେ…
ଫସଲ ନଷ୍ଟ, ଚାଷୀ ଅସନ୍ତୁଷ୍ଟ
ଲୋଇସିଂହା,୯ା୧(ସୁଶାନ୍ତ ବାରିକ):ଖରିଫ ଚାଷ ପାଇଁ ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପରୁ ଭୂତଳ ଜଳସେଚନ ପ୍ରକଳ୍ପ କାମ ବନ୍ଦ ରହିଥିଲା। ଠିକା ସଂସ୍ଥା ପକ୍ଷରୁ ପୁଣି କାମ ଆରମ୍ଭ ହୋଇଛି। ହେଲେ ବିନା ସୂଚନାରେ କାମ କରାଯାଉଥିବାରୁ ଜମିରେ ଚାଷ ହୋଇଥିବା ରବି…
ଧର୍ମାନ୍ତର ବିବାଦକୁ ନେଇ ହୋଇପାରୁନି ସତ୍କାର, ୨୫ ଘଣ୍ଟା ଧରି ପଡି ରହିଛି ଶବ
ଜଳେଶ୍ୱର, ୯।୧(ନବୀନ ସାହୁ) : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ୪ନମ୍ବର ୱାର୍ଡ ରଙ୍ଗମାଟିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ପୁଅଙ୍କ ମଧ୍ୟରେ ଧର୍ମାନ୍ତର ବିବାଦକୁ ନେଇ ବୃଦ୍ଧ ବାପାଙ୍କ ଶବ…
ଟେନ୍ସନ୍ରେ ଚାଷୀ: ଟୋକନ ଅବଧି ସରିଯିବାର ଆଶଙ୍କା
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ ଶୁକ୍ରବାରରୁ ପୁଣି ଧାନ ଉଠାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ଏବେ ମଧ୍ୟ ମଣ୍ଡିରୁ ଧାନ ଉଠାଣରେ ଆଶାନୁରୂପ ତପତ୍ରତା ପରିଲକ୍ଷିତ ହୋଇ ନାହିଁ।…
ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….
କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା…
ଦେଢ ମାସ ତଳେ ଚୋରି କରିଥିଲେ ଗହଣା: ପୋଲିସ ଧରିବା ପରେ…
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସଦର ଥାନା ଅନ୍ତର୍ଗତ ଶ୍ରୀହରି ନଗରରୁ ଗତବର୍ଷ ନଭେମ୍ବରରେ ହୋଇଥିବା ସୁନା ଗହଣା ଚୋରି ଘଟଣାରେ ଗୁରୁବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଶ୍ରୀହରି ନଗର ନିବାସୀ ଅଳଙ୍ଗ ଓରଫ୍ ଅଲଙ୍କାର…
ଶରତଙ୍କୁ ବଡ଼ ଦାୟିତ୍ୱ: ଡୁମାଲ ସମାଜର ହେଲେ ସଭାପତି
ଲୋଇସିଂହା,୯ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଷାଠିଏ ଘର ଡୁମାଲ ସମାଜର ଜିଲା ପନୁଆ (ସଭାପତି) ଲମ୍ବୋଦର ମହାକୁର ତାଙ୍କ ପଦବୀରୁ ଗୁରୁବାର ଅବ୍ୟାହତ ନେଇଛନ୍ତି। ଏହାପରେ ତାଙ୍କ ଉତ୍ତରାଧିକାରୀ ଭାବେ ତାଙ୍କ ପୁଅ ଶରତ ମହାକୁରଙ୍କୁ ଜିଲାର ନୁତନ ସଭାପତି ଭାବେ ଅଭିଷିକ୍ତ…
ରାଜ୍ୟରେ ଶୀତ ଲହରୀ: ଏହି ଜିଲାରେ ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ
ଭୁବନେଶ୍ୱର,୯।୧: ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ…
ସଂସ୍କୃତିର ମହାମିଳନ: ସରିଲା ଲୋକକଳାର ମହାକୁମ୍ଭ ‘ଘୁମୁରା’
ଥୁଆମୂଳ ରାମପୁର,୯ା୧(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମହାସମାରୋହରେ ଅନୁଷ୍ଠିତ ୨୮ତମ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬’ ଉଦ୍ଯାପିତ ହୋଇଯାଇଛି। ବ୍ଲକ ପ୍ରଶାସନ ଓ ପାଳନ କମିଟିର ମିଳିତ ସହଯୋଗରେ ଆୟୋଜିତ ଏହି ଉତ୍ସବ କେବଳ ସରକାରୀ…
୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ
ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…
ସରିଲା ଧନୁଯାତ୍ରା ମହୋତ୍ସବ, ବଢ଼ିଲା ପ୍ରଦୂଷଣ ଚିନ୍ତା
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଗତ ୩ତାରିଖ ଶେଷ ହୋଇଛି। ଇତିମଧ୍ୟରେ ଉଦ୍ଯାପନୀକୁ ୪ଦିନ ବିତି ଯାଇଛି। ମହୋତ୍ସବ ସରିଛି ସତ, ହେଲେ ଗତ ଧନୁଯାତ୍ରାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଥମି ନାହିଁ। ଚା ଖଟିଠାରୁ…
ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ
ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର…

