ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ
ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି ରହିଥିଲେ ହେଁ ବ୍ୟବସାୟୀ ବେଧଡକ ଭାବେ ଚାଲାଣ ଜାରି ରଖିଛନ୍ତି । ସୂଚନା…
ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…
ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ୨୬ ନଂ ଜାତୀୟ ରାଜପଥରେ ଗାଡ଼ି…
ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍
ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ ବିସ୍ଫୋରଣ ହେବା ପରେ ଅଞ୍ଚଳରେ ଆତଙ୍କ ଖେଳି ଯାଇଥିଲା । ମାଓବାଦୀ ଅଞ୍ଚଳରେ…
ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ
ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ ଅନୁଷ୍ଠିତ ହୋଇଛି। ସମାନ ସମସ୍ୟା ଦେଇ ଗତି କରୁଥିବା ଉଭୟ ଅଞ୍ଚଳର ଜନସାଧାରଣ…
ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ
ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକୋତ୍ତର ଇତିହାସ ବିଭାଗ ଏବଂ ପୁରୀ ପ୍ରତ୍ନତତ୍ତ୍ୱ ସର୍ଭେ ସର୍କଲର ମିଳିତ ଟିମ୍…
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର ସଂଖ୍ୟା ଓ ଉପଲବ୍ଧ ଡାକ୍ତର ପଦବୀ ସଂଖ୍ୟାର ଅନ୍ତର ବିଶ୍ଳେଷଣ କରାଯାଇ ନିଅଣ୍ଟ…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ଦୁର୍ଘଟଣା ପରେ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ ମୁଖ୍ୟରାସ୍ତା କଡରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ରୀ ଦୁର୍ଗା ଜୁଏଲର୍ସ ମାଲିକ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା ବ୍ଲକ ଅନ୍ତର୍ଗତ ରାଇପୁର ଗ୍ରାମର ବାସିନ୍ଦା। ସେ ଦଳ ପାଇଁ ତୃଣମୂଳସ୍ତରରୁ କାମ…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ ବି ଚାଷୀଙ୍କ ପିଛା ଛାଡୁ ନାହିଁ। କାଳବୈଶାଖୀ ବର୍ତ୍ତମାନ ଜିଲାର ଚାଷୀଙ୍କ ପାଇଁ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସୋମବାର ନିଲମ୍ବିତ କରାଯାଇଛି। ଏନେଇ ବିଜେଡିର ଉପସଭାପତି…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ ନେଇ ଓଡ଼ିଶା ଲୋକସଭା ଭବନ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇଛି।…
Archives


