ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍…
କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ ସୋମବାର ସନ୍ଧ୍ୟାରେ ଏକ ପ୍ରେସ ମିଟ୍ ଅନୁଷ୍ଠିତ ହୋଇଥିଲା। ଏହି…
ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି । ସୂଚନା ଅନୁସାରେ, ବ୍ଲକର…
ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର
ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିକିଛି। ମୃତ ଯୁବତୀଙ୍କ ନାମ ଖୁସବୁ ସାହୁ (୨୫)…
ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ହାଇସ୍କୁଲ ପରିସରରେ ଆୟୋଜିତ ସଭାରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିଶିର କୁମାର ନାୟକ ଅଧ୍ୟକ୍ଷତା…
ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର
ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା ଅଛନ୍ତି, ସେହିଠାରେ…
ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର କରାଯାଉଥିବା ପାଣି ଟ୍ୟାଙ୍କରରୁ ରବିବାର କିଛି ଦୁର୍ବୃତ୍ତ ଚକା ଖୋଲି ନେଇ ଯାଇଥିବା…
ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିଥିଲେ। ଉକ୍ତ ଡମ୍ପରେ ମାଓବାଦୀମାନେ ଲୁଚାଇ ରଖିଥିବା ବ୍ୟାପକ…
ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍
ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍ ୨୦୨୫-୨୬ ଉଦ୍ଘାଟିତ ହୋଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମଥର ପାଇଁ ଜାତୀୟସ୍ତରର କ୍ରୀଡ଼ା ଆୟୋଜିତ ହେଉଛି।…
SCBରେ ନିଆଁ: ରିପୋର୍ଟ ମାଗିଲେ NHRC
କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। SCB ମେଡିକାଲରେ…
ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ
ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ ରବର ଚାଷ କରୁଥିବା ବେଳେ ସେମାନଙ୍କ…
ଛତ୍ରପୁରରେ ଭୟଙ୍କର ଗ୍ୟାସ୍ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍
ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…
ନକ୍ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ
ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍ଆଉଟ ଟୁର୍ନାମେଣ୍ଟ ସୋମବାର ଶେଷ ହୋଇଛି। ଫାଇନାଲ ମ୍ୟାଚ କପାଟମୁଣ୍ଡା ଓ ବାରାବାଂସ ଦଳ…
Archives


