ଆମ ଜିଲା ଖବର

ଆଠମଲ୍ଲିକ ଓ କିଶୋରନଗରରେ ବଢୁଛି ଗୋ-ଚାଲାଣ, ପ୍ରଶାସନ ନୀରବଦ୍ରଷ୍ଟା

ବଇଣ୍ଡା,୧୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରୁ ବେଆଇନ ଭାବେ ଗୋ-ଚାଲାଣ ବୃଦ୍ଧି ପାଉଛି। ବିଶେଷ କରି ଗତ କିଛିମାସ ହେବ ଠାକୁରଗଡ଼, କୁର୍ତ୍ତିବାସପୁର, ଅଙ୍ଗପଡ଼ା, ଧରଡ଼ପାଳ, କିଶୋରନଗର, ପାଇକସାହି ଆଦି ଅଞ୍ଚଳ ଗୁଡ଼ିକରୁ ଟ୍ରିପ ଟ୍ରିପ ଗୋରୁ…

ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍‌

ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ରାଜପଥ ସମ୍ପ୍ରସାରଣ ପ୍ରକଳ୍ପରେ ଚରମ୍ପାଠାରେ ଏହି ପୋଲ ନିର୍ମାଣ ସ୍ଥାନ ଦିଆଯାଇଛି।…

ଖରିଫ ଧାନ ବିହନର ମୂଲ୍ୟ ବଢିଲା:ବିହନ ନିଗମ ଓ ଜିଲାକୃଷି ବିଭାଗ କଥାରେ ରହୁନି ତାଳମେଳ

ଭୋଗରାଇ, ୧୯।୫(ଡି.ଏନ.ଏ.)-ବାଲେଶ୍ୱରସ୍ଥିତ ଓଡ଼ିଶା ବିହନ ନିଗମ ପକ୍ଷରୁ ଏଥର ୨ଶହ ଟଙ୍କା ଦର ବଢାଇ ବିହନ ବିକ୍ରି କରାଯାଉଛି। ରବିବାର କେତେକ ଡିଲର ନିଗମ ଡିପୋରୁ ପୂର୍ବ ନିର୍ଦ୍ଧରିତ ଦର ୧୮ଶହ ଟଙ୍କା ପରିବର୍ତ୍ତେ ୨ହଜାର ଟଙ୍କା ଦେଇ ବିହନ କିଣିଥିବା…

୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା

ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର ପାଇଁ…

ଶାନ୍ତିଶୃଙ୍ଖଳାରେ ଶେଷ ହେଲା ସାନି ମତଦାନ

ରତ୍ନଗିରି,୧୯ା୫(ଡି.ଏନ.ଏ.)- ବରୀ ନିର୍ବାଚନମଣ୍ଡଳୀର ବୁଥ୍‌ ନଂ. ୮୨, ୧୫୮, ୧୬୨, ୧୬୩ ଓ ୧୯୪ରେ ରବିବାର ଶାନ୍ତିଶୃଙ୍ଖଳା ମଧ୍ୟରେ ସାନି ମତଦାନ ଶେଷ ହୋଇଛି। ୧୯୪ ନଂ. ବୁଥରେ ମଧ୍ୟାହ୍ନ ସମୟରେ ଇଭିଏମ ମେଶିନ ଏକ ଘଣ୍ଟା ଅଚଳ ହୋଇଯାଇଥିଲା। ଫଳରେ…

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର…

୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ ସଂକଟ। ତେଣୁ ପାନୀୟ ଜଳ ପାଇଁ ଲୋକେ ସାଧାରଣରେ ନାହିଁ ନ ଥିବା ହଇରାଣ…

ସହାୟିକାଙ୍କ ଘରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ତେନ୍ତୁଳିଖୁଣ୍ଟି, ୧୯।୫(ଡି.ଏନ.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଗୌଡଦେଓପାଲି ପଞ୍ଚାୟତର ଭୌଗଳିକ ସ୍ଥିତି ଓ ଜନସଂଖ୍ୟାକୁ ଆଧାର କରି ଅଙ୍ଗନଓ୍ବାଡି କେନ୍ଦ୍ର କରାଯାଇ ନଥିବା ଅଭିଯୋଗ ହୋଇ ଆସୁଛି। ଗୌଡ ଦେଓପାଲି ପଞ୍ଚାୟତର ଚାପଟାପାଶ ଗ୍ରାମବାସୀ ଲମତାଗୁଡା ପଞ୍ଚାୟତର ପଡାଆଉଁଳି ଅଙ୍ଗନଓ୍ବାଡି…

ଜୀବନ ଜୀବିକାକୁ ନେଇ ଅସହାୟ ଯୋଗୀ

ପାରଳାଖେମୁଣ୍ଡି,୧୯।୫(ସ୍ବ.ପ୍ର.): ଗୋଟିଏ ପଟେ ଗୋଡ଼ ହରାଇଥିବା ସ୍ତ୍ରୀ, ଅନ୍ୟପଟେ ଜନ୍ମରୁ ଦୃଷ୍ଟିହୀନ ଝିଅ। ଏହି ଦୁଇଜଣଙ୍କୁ ନେଇ ବଡ଼ କଷ୍ଟରେ ଦିନ କାଟୁଛନ୍ତି ଯୋଗୀ। ଆର୍ଥତ୍କ ସ୍ଥିତି ଭଲ ନଥିବା ବେଳେ ଷାଠିଏ ବୟସରେ ଏହି ଦୁଇଜଣଙ୍କୁ ନେଇ ଚଳିବା ତାଙ୍କ…

୮୫ ନଂ. ବୁଥରେ ପୁନଃ ମତଦାନ

ତାଳଚେର,୧୯।୫(ନି.ପ୍ର)- ତାଳଚେର ବ୍ଲକ ଜନ୍ଦାବାହଳ ଗ୍ରାମର ୮୫ ନଂ. ବୁଥରେ ରବିବାର ପୁନଃ ମତଦାନ ଚାଲିଛି। ମତଦାନମାନେ ଲାଇନରେ ଛିଡ଼ା ହୋଇ ଭୋଟ ଦେବାକୁ ଯାଇଥିବା ଦେଖିବାକୁ ମିଳିଥିଲା। ମୋଟ୍‌ ୭୬୨ ଜଣ ମତଦାତା ସେମାନଙ୍କର ମତସାବ୍ୟସ୍ତ କରିବେ। ଏଥିପାଇଁ ଜିଲା…

ମାଛ ଧରିବାକୁ ଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମ ଉପରସାହିର ଜଣେ ବ୍ୟକ୍ତି ଶନିବାର ପୂର୍ବାହ୍ନରେ ଘର ନିକଟ ବୈତରଣୀ ଘାଟକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ନିଖୋଜ ବ୍ୟକ୍ତି ହେଉଛନ୍ତି ଉକ୍ତ ଗ୍ରାମର ତ୍ରିଲୋଚନ ନାଏକଙ୍କ…

ବିଲ ଭିତରକୁ ଓଲଟି ପଡ଼ିଲା ବୋଲେରୋ

କୋଳିମାଟି,୧୯ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ରହିଥିବା ଗୋହିରା ଛକ ଉଭରବ୍ରିଜ ପଛକୁ ରବିବାର ପୂର୍ବାହ୍ନରେ ଘଟଗାଁ ପଟରୁ ଆସୁଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡ଼ିଛି। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?