ଆମ ଜିଲା ଖବର

ରାଜା ଜିତାମିତ୍ର ସିଂଦେଓଙ୍କୁ ଶ୍ରଦ୍ଧାଞ୍ଜଳି

ଖଡ଼ିଆଳ, ୭ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳର ରାଜା ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କୁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ଖଡ଼ିଆଳ ସାଂସ୍କୃତିକ ଅନୁଷ୍ଠାନ ଓ ଖଡ଼ିଆଳ ମହୋତ୍ସବ କମିଟି…

ଚାଷୀଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଫରେଷ୍ଟର, ଅଫିସ ରୁମ୍‌ରୁ ବାହାରିଲା ନଗଦ ଏତେ ଟଙ୍କା

ଟିଟିଲାଗଡ଼,(ଶରତ ମିଶ୍ର)/ବଲାଙ୍ଗୀର,(ବୀରେନ୍ଦ୍ର କୁମାର ଝାଙ୍କର/ ଭୁବନେଶ୍ୱର,୭।୧(ସତ୍ୟଜିତ ରାଉତ): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଲ୍‌ମି ସେକ୍ସନ ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଚାଷୀଙ୍କଠାରୁ ନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ…

ତଦନ୍ତ କଲେ ବିଡିଓ, ସହକାରୀ ଯନ୍ତ୍ରୀ

ଲୋଇସିଂହା,୭ା୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଅଧୀନ କୁଶଙ୍ଗ ଡିଗ୍ରୀ କଲେଜର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ଅନିୟମିତା ହୋଇଥିବା ନେଇ କଲେଜ କର୍ତ୍ତୃପକ୍ଷ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର ବିଡିଓ ଅକ୍ଷୟ ପାଣି ଉଦ୍ଦୁ, ବ୍ଲକ୍‌ ସହକାରୀ…

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ମଙ୍ଗଳବାର…

କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ: ପ୍ରଥମ ସନ୍ଧ୍ୟାରେ ଜମିଲା ଲୋକକଳାର ଆସର; କାଲି ଗାଇବେ…

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର ବ୍ଲକସ୍ତରୀୟ ୨୮ତମ କଳାହାଣ୍ଡି ଉତ୍ସବ ‘ଘୁମୁରା-୨୦୨୬’ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି ଉତ୍ସବ ପାଳନ…

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରାଯାଇଥିବା ଅଭିଯୋଗ ହେବା ପରେ ମଙ୍ଗଳବାର କେ. ନୂଆଗାଁ ପୋଲିସ ୨ ଜଣଙ୍କୁ ଗିରଫ…

ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ ଓ ଗାଇଡ୍ସର ୩୧ତମ ଗଞ୍ଜାମ ଜିଲା ସ୍ତରୀୟ କ୍ୟାମ୍ପୋରି ’ବସୁନ୍ଧରା’ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି।…

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ କରିଛନ୍ତି। ଗତ ୧ ତାରିଖ ନୂଆବର୍ଷ ସକାଳେ ବିଜୟ ମେସ ପାଇଁ ବଜାରରୁ ସଉଦା…

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ ଏହି ଚର୍ଚ୍ଚିତ ଜମି ଦୁର୍ନୀତିର ଗୁମୁର ଫିଟିବ ବୋଲି ଆଶା କରାଯାଉଛି। ସବରେଜିଷ୍ଟ୍ରାର ପ୍ରଫୁଲ୍ଲ…

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଆୟୋଜିତ ସଭାରେ ଦିଗପହଣ୍ଡି ସିଭିଲ…

ଏବିଡିଓଙ୍କ ନାମରେ ସଙ୍ଗୀନ ଅଭିଯୋଗ: ବିବାହ ପ୍ରମାଣପତ୍ର ପାଇଁ…

ଛତ୍ରପୁର/ପୁରୁଷୋତ୍ତମପୁର,୬।୧( ଦିଲ୍ଲୀପ ସାମଲ /ସବିତା ମିଶ୍ର): ପଇସା ଦିଅ ସାର୍ଟିଫିକେଟ ନିଅ। ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତପୁର ଏବିଡିଓଙ୍କ ନାମରେ। ଏନେଇ ପୁରୁଷୋତ୍ତମପୁର ଓକିଲ ସଂଘର ବହୁ ଆଇନଜୀବୀ ମଙ୍ଗଳବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ।…

ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା ଆକ୍ରମଣ ଘଟଣାରେ ରାଜନୈତିକ ଉଷ୍ଣତା ଉଗ୍ରରୂପ ଧାରଣ କରୁଛି। ପ୍ରତିବାଦ କରିବା ସହ ଲଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?