ଆମ ଜିଲା ଖବର

ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍‌ ପାସ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ …

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍‌ ପାସ କରିବା ପାଇଁ…

ଭାଜପା ନେତା ଲଳିତ ବେହେରାଙ୍କ ଗିରଫ ଦାବିରେ ବ୍ଲକ ଅଫିସରେ ପଡ଼ିଲା ତାଲା

ରାଜନଗର,୫ା୧(ଭାସ୍କର ରାଉତରାୟ): ୪ ତଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାଜପା ନେତା ଲଳିତ ବେହେରା ରାଜନଗର ବ୍ଲକ ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ କମ୍ପ୍ୟୁଟର ମନିଟର ଦ୍ୱାରା ଆକ୍ରମଣ କରିବା ଘଟଣା ଏବେ ରାଜ୍ୟ ତଥା ଜାତୀୟସ୍ତରରେ ବିଭିନ୍ନ ଗଣମାଧ୍ୟମରେ…

ଭାଜପାର ଜିଲା ସାଙ୍ଗଠନିକ ବୈଠକ, ତୃଣମୂଳ ସ୍ତରରୁ ସଂଗଠନ ମଜବୁତ କରିବାକୁ ଆହ୍ୱାନ

ଦାରିଙ୍ଗବାଡି, ୫/୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା କଲ୍ୟାଣମଣ୍ଡପ ପରିସର ମଧ୍ୟରେ ସୋମବାର ଭାଜପାର ଜିଲ୍ଲା ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦଳର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝିଙ୍କ ଅଧ୍ୟକ୍ଷତା ବୈଠକରେ ଜିଲା ସାଧାରଣ ସମ୍ପାଦକ…

ନିର୍ଗୁଣ୍ଡି ଡବଲ ମର୍ଡର: ଧରାପଡ଼ିଲେ ଆଉ ୨ ଅଭିଯୁକ୍ତ

ଚୌଦ୍ୱାର,୫।୧: କଟକ ଜିଲା ନିର୍ଗୁଣ୍ଡି ଡବଲ ମର୍ଡର ମାମଲାରେ ଟାଙ୍ଗୀ ଥାନା ପୋଲିସ ସୋମବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ପୂର୍ୱରୁ ଏହି ମାମଲାରେ ୩ଜଣଙ୍କୁ ଗିରଫ କରିଥିଲେ। ହେଲେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ୨ ଅଭିଯୁକ୍ତ…

ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ

ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,…

ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…

ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍‌ କରି କହିଥିଲେ ସୁଯୋଗ ପାଇ ସାରିବା ପରେ କୋରେଇ ଛାଡ଼ି ପଳାଇଛନ୍ତି। ଏହାର ଜବାବରେ…

ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ କହିଲେ ବିଧାୟକ

ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ପିଏମ୍‌ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁସିଂହ ନୋଡାଲ ବିଦ୍ୟାପୀଠଠାରେ ସୋମବାର ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ପରଜଙ୍ଗ ବିଧାୟକ ବିଭୂତି ଭୂଷଣପ୍ର ଧାନଙ୍କ କରକମୋଳରେ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବ୍ଲକ…

ଫେବୃଆରୀ ୫ରୁ ସତ୍ୟବାଦୀ ମହୋତ୍ସବ: ପଞ୍ଚସଖା ଜ୍ୟୋତି ଯାତ୍ରା ହେବ ଆକର୍ଷଣ

ସାକ୍ଷୀଗୋପାଳ,୫ା୧(କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ/ଭରତ ରାଉତ) ଚଳିତ ବର୍ଷ ୧୦ମ ସତ୍ୟବାଦୀ ମହୋତ୍ସବ ଫେବୃଆରୀ ୫ରୁ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସତ୍ୟବାଦୀ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ…

ଜଣ୍ଡିସ୍‌ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍‌

ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍‌ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍‌କୋ ଟିମ୍‌। ୧୨ଟି ସ୍ଥାନରୁ ଜଳ ନମୁନା ସଂଗ୍ରହ କରିଛନ୍ତି। ସମସ୍ତ ନମୁନାକୁ ପରୀକ୍ଷା କରିବାକୁ ଲାବୋରେଟୋରୀକୁ ପଠାଯାଇଛି।…

ଗାଁରେ ପଶି ଦଳିତଙ୍କୁ କରାଉଥିଲେ ଧର୍ମ ପରିବର୍ତ୍ତନ : ପହଞ୍ଚିଗଲେ ଲୋକେ, ପରେ..

ପରଜଙ୍ଗ, ୫।୧ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ପଞ୍ଚାୟତର ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ ନିକଟରେ ଥିବା ଏକ ଦଳିତ ବସ୍ତି ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଘରେ ରବିବାର ସକାଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବୋରୋସାହି ପଞ୍ଚାୟତ ଖମାର ଗ୍ରାମର…

୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍‌ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲୁଛି ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ରୋଗୀମାନେ ସକାଳ…

ଖଇଗାଁ ଦର ଆକାଶଛୁଆଁ: ନଈମଝିକୁ ଯାଇ ଡଙ୍ଗିରେ ଜାଲ ପକାଇ ଧରୁଛନ୍ତି ଧୀବର

ମହାକାଳପଡ଼ା,୫।୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ମହାନଦୀ ସଂଲଗ୍ନ ବନ୍ତନାଶି କନ୍ଧା ମୁହାଣଠାରେ ଖଇଙ୍ଗା ମାଛ ଧରିବାକୁ ଡଙ୍ଗିରେ ଧୀବରମାନେ ଭଉଁରି ଜାଲ ପକାଉଥିବା ଦେଖିବାକୁ ମିଳିଛି। କୋହଲା ପାଗ ସାଙ୍ଗକୁ ପୂର୍ଣ୍ଣିମା ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?