କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାୟଗଡ଼ା ଏସ୍ପି ଶ୍ରୀ ରାଜ ପ୍ରସାଦ କଣ୍ଟାମାଳ ଓ…
ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…
ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସମାରୋହ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦିଲ୍ଲୀପ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।…
ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି
ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ ଅନୁଷ୍ଠିତ ହୋଇଯାଇଛି ।…
ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି
ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଏହି ମାମଲାରେ ଆଉ ୬ ଜଣ ଅଭିଯୁକ୍ତଙ୍କୁ ପୋଲିସ…
ପାଟଣା ବ୍ଲକ୍ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …
ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣଙ୍କୁ ପାଟଣା ବ୍ଲକ୍ର ବିଭିନ୍ନ ବିଦ୍ୟାଳୟରେ ନିଯୁକ୍ତି ମିଳିଥିବା…
କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…
ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ‘ନିଶା ମୁକ୍ତ ଓଡ଼ିଶା’ ତଥା ନିଶାମୁକ୍ତ ଅଞ୍ଚଳ କାର୍ଯ୍ୟକ୍ରମ ଆଇଆଇସି…
ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ
ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ଜିଲାର ଦୁଇଜଣ କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ…
ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗ୍ରାମର ବାଲରାଜୁ ନାମକ ଜଣେ ବ୍ୟକ୍ତିଙ୍କ ଘର ବାରିପଟେ ରଖାଯାଇଥିବା ଏକ…
ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ
କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ସେ ସର୍ବଭାରତୀୟ ସ୍ତରରେ ଅନୁସୂଚିତ…
କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ହୋଇଯାଇଛି। ପ୍ରାପ୍ତ ଖବର ଅନୁଯାୟୀ, କାର୍ଯ୍ୟରତ ଅବସ୍ଥାରେ ଅଚାନକ ଛାତିରେ ପ୍ରବଳ ଯନ୍ତ୍ରଣା…
କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ଧୀରଜ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ସ୍ଥାନୀୟ ଲୋକଙ୍କ…
ବିନା କୋଚିଂରେ ନିଟ୍ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…
କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (NEET)ରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ସେ ବଲାଙ୍ଗୀର ସ୍ଥିତ…

