ବେଆଇନ ଘାଟରୁ ବାଲି ଚାଲାଣ: ରାସ୍ତା କାଦୁଅ ପଚପଚ ରାସ୍ତା, ସାଙ୍ଘାତିକ ଅଭିଯୋଗ…
ଧର୍ମଶାଳା,୪।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରାହ୍ମଣୀ ନଦୀର ବେଦପୁର ଘାଟରୁ ବେଆଇନ ଭାବେ ଶହଶହ ଟ୍ରାକ୍ଟର ପ୍ରତ୍ୟେକ ଦିନ ବାଲି ଚାଲାଣ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଟ୍ରାକ୍ଟର ଗୁଡ଼ିକ ନିକଟସ୍ଥ ନଦୀ ବନ୍ଧଦେଇ ଉତ୍ତରପ୍ରତାପ ଗାଁ…
ବୃକ୍ଷ ହିଁ ଜୀବନ: ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଜରୁରୀ
କେସିଙ୍ଗା,୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆର ସିଂଙ୍କ ନେତୃତ୍ୱରେ ୭୬ତମ ବନ ମହୋତ୍ସବ ପାଳିତ ହୋଇ ଯାଇଛି। ତୃତୀୟ ଦିବସରେ ଚାଂଚେର ଓ ତୁଣ୍ଡଳା ସରକାରୀ ହାଇସ୍କୁଲରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା…
ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ: ସିବିଆଇ ଚଢ଼ାଉ ମାମଲା
କଟକ,୪।୭(କାର୍ତ୍ତିକ ସାହୁ): ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେଶନ୍ ଲିମିଟେଡ୍ ଲାଞ୍ଚ ଘଟଣାରେ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀ ଓ ତାଙ୍କ ପରିବାରକୁ ଆଶ୍ୱସ୍ତି ମିଳିଛି। ବିଷ୍ଣୁପଦଙ୍କ ପକ୍ଷରୁ ଆଗତ ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ବିଚାରପତି ଭି. ନରସିଂହ…
ବିଧାୟକଙ୍କ ବଡ଼ ଘୋଷଣା: କଳିଙ୍ଗା ଘାଟିରେ ହେବ ଇକୋ ଟୁରିଜିମ
ଭଞ୍ଜନଗର,୪/୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଗୁରୁବାର ମୁଜାଗଡ ଠାରେ ନବନିର୍ମିତ ୱାଚ ଟାୱାର ଏବଂ ବନ ବିଭାଗର ଏକ କୋଠା ଉଦଘାଟିତ ହୋଇଯାଇଛି। ଏଥିସହ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ବନ ମହୋତ୍ସବ ସପ୍ତାହ ପାଳିତ…
କାର୍ଯ୍ୟରେ ଯୋଗଦେଲେ ଓଏଏସ-ଆରଏସ ଅଧିକାରୀ: ସ୍ବାଭାବିକ ହେଲା କାର୍ଯ୍ୟାଳୟ
ଦାରିଙ୍ଗବାଡି,୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ବ୍ଲକ କାର୍ଯ୍ୟାଳୟ ଏବଂ ତହସିଲ କାର୍ଯ୍ୟାଳୟ ଶୁକ୍ରବାରଠାରୁ ସ୍ବାଭାବିକ ହୋଇଛି। ସମୂହ ଛୁଟିରେ ଯାଇଥିବା ଓଏଏସ ଏବଂ ଓ ଆରଏସ ଅଧିକାରୀମାନେ ଆନ୍ଦୋଳନ ପ୍ରତ୍ୟାହୃତ ପରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହି କ୍ରମରେ…
ପୁନଃରୁଦ୍ଧାର ହେବ ଜଙ୍ଗଲ:୫୦ ହେକ୍ଟର ଜମିରେ ୧୦ ହଜାର ଚାରା ରୋପଣ ଲକ୍ଷ୍ୟ
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୪/୭(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ଜୁଲାଇ ପହିଲାରୁ ନୂତନ ଜଙ୍ଗଲ ସୃଷ୍ଟି ଏବଂ ଉଜୁଡିଯାଇଥିବା ଜଙ୍ଗଲର ପୁନଃରୁଦ୍ଧାର ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଯାଇଛି। ଏହି ଅବସରରେ ବିଭାଗ…
ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ
ଭବାନୀପାଟଣା, ୩ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ପୋଲିସ ଷ୍ଟେଶନର ଇନ୍ସପେକ୍ଟର ବୀରବର ଭଗତଙ୍କୁ ମଦନପୁର ରାମପୁର ଥାନାକୁ ବଦଳି ହୋଇଛି । ମଦନପୁର ରାମପୁର…
ଓମିନିକୁ ଧକ୍କା ଦେଲା ହାଇୱା; ୨ ମୃତ , ୪ ଗୁରୁତର
କୋଇଡ଼ା,୪।୭: କୋଇଡ଼ା ଥାନା ଏରିଆନ ଛକ ନିକଟରେ ଗୁରୁତର ଏକ ଦୁର୍ଘଟଣା ଘଟିଛି, ଯେଉଁଥିରେ ହାଇୱା ଏକ ଓମିନି କାରକୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୪ ଜଣ ଗୁରୁତର ଆହତ ହୋଇଛନ୍ତି।…
କେମିତି ହେବ ପାଇପ୍ ମରାମତି …
ନୂଆପଡ଼ା,୪୭ (ମକାରୁ ବେମାଲ) ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ସ୍ବରୋଜଗାର ପ୍ରଶିକ୍ଷଣ ପ୍ରତିଷ୍ଠାନ ନୂଆପଡ଼ା ଆନୁକୂଲ୍ୟରେ ଗୁରୁବାର ୩୦ ଦିନିଆ ପାଣି ପାଇପ୍ ମରାମତି ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି। ଏଥିରେ ଜିଲାର ୫ ବ୍ଲକରୁ ୩୫ ଯୁବକ ପ୍ରଶିକ୍ଷଣ ନେଉଛନ୍ତି।…
୩ କୋଠରିରେ ୮ ଶ୍ରେଣୀ ପର୍ଯ୍ୟନ୍ତ ପିଲା
ନୂଆପଡ଼ା,୩ା୭ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏଥିରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଏବେ ବି ଅନେକ ସ୍କୁଲ ଅଛି ଯେଉଁଠି ଆବଶ୍ୟକ ଶ୍ରେଣୀକୋଠରି…
ରାଜନୈତିକ ଦଳର କର୍ମୀ ବୋଲି ପରିଚୟ ଦେଇ ତହସିଲଦାରଙ୍କୁ ହତ୍ୟା ଧମକ
ଖଡ଼ିଆଳ,୪।୭ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ତହସିଲଦାର ତଥା ବିଡ଼ିଓ ଦାୟିତ୍ୱରେ ଥିବା ନରସିଂହ ଗାଡ଼ବାଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଗାଡ଼ବା ଏ ନେଇ ଗୁରୁବାର ଖଡ଼ିଆଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ…
ବାହୁଡ଼ା ଯାତ୍ରା ପୂର୍ବରୁ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ,୪।୭: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ନିର୍ଦେଶ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତିକାନ୍ତିର ବହୁଳତାକୁ ଦୃଷ୍ଟିରେ ରଖି ଶୁକ୍ରବାର, ଅର୍ଥାତ୍ “ସନ୍ଧ୍ୟା ଦର୍ଶନ” ଦିନ ସନ୍ଧ୍ୟା ୬ ଘଟିକା ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର…
Archives


