ଆମ ଜିଲା ଖବର

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ରବିବାର ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩…

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହିନ୍ଦୋଳ ଥାନା ଗୁଲେହି ପଞ୍ଚାୟତ କଲଣ୍ଡା ଗ୍ରାମର ଶାନ୍ତନୁ ବେହେରା(୩୮) ଏବଂ…

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ବେଳେ ୧ ଟା ୩୫ ସମୟରେ ତାଙ୍କର…

ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା

ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍‌ କରିଦେଇଛି। ଦେଢ଼ ବର୍ଷ ତଳେ ବହୁ ଆଡମ୍ବର ରେ ବାହା ହୋଇଥିଲା, କାନ୍ଥରେ ଲେଖା ହୋଇଥିବା ନା ନଲିଭିବା ପୂର୍ବରୁ…

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁକନ୍ୟା ସମେତ ତିନି…

କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା

ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ ୨୦୨୬ ପାଇଁ ରବିବାର ରାଇକିଆରେ ପହଞ୍ଚିଛି ମାସ୍କଟ ଓ ମଶାଲ । ଜିଲ୍ଲାର ପ୍ରତ୍ୟେକ…

ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁଧୀର ରଞ୍ଜନ ମିଶ୍ରଙ୍କ ପରଲୋକ

ବଲାଙ୍ଗିର,୪।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ତୁଳସୀ ନଗର ନିବାସୀ ତଥା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁଧୀର ରଞ୍ଜନ ମିଶ୍ର (୬୧)ଙ୍କର ପରଲୋକ ଘଟିଛି। କିଛି ଦିନ ଧରି ଅସୁସ୍ଥ ଥିବା ମିଶ୍ରଙ୍କର ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ଚାଲିଥିଲା। ଶୁକ୍ରବାର ତାଙ୍କ…

ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ

ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ ବାରହା ଶିକାରୀଙ୍କୁ ଗିରଫ କରିଛି । ଏହାପରେ ବନ ବିଭାଗକୁ ହସ୍ତାନ୍ତର କରିଛି ।…

କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ନିଷ୍ପତ୍ତି, ଶ୍ରୀପଞ୍ଚମୀରେ ପାଳନ ହେବ ମହୋତ୍ସବ

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ସମ୍ମିଳନୀ କକ୍ଷରେ ରବିବାର ମଧ୍ୟାହ୍ନ ରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ତଥା ଆଇନଜୀବି ଅଶେଷ ନାଥ ମିଶ୍ର ସଭାରେ…

ପରିବହନ ବିଭାଗର କଡ଼ା ନିର୍ଦ୍ଦେଶ: ସଚିବ ଉଷା ପାଢ଼ୀ କହିଲେ ଆମ ବସ୍‌ ଚଳାଇକୁ ହେଲେ ଡ୍ରାଇଭରଙ୍କ…

ଭୁବନେଶ୍ୱର,୪।୧: ଆମ ବସ୍‌ ଦୁର୍ଘଟଣା ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ରବିବାର ବସିଥିବା ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ବସ୍‌ ଚଳାଚଳ ଉପରେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଡ୍ରାଇଭରଙ୍କ ଏଣିକି…

ଦିଗପହଣ୍ଡି ଦୁର୍ଘଟଣା; ଆହତଙ୍କୁ ଭେଟିଲେ ପରିବହନ ମନ୍ତ୍ରୀ-ବିଧାୟକ, ରେଡକ୍ରସ ପାଣ୍ଠିରୁ ସହାୟତା ଘୋଷଣା   

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଝାଟିପିଟିଆ ଗ୍ରାମ ନିକଟରେ ରବିବାର ସକାଳ ପ୍ରାୟ ୯ ଟାରେ ଯାତ୍ରୀବାହୀ ମିନିବସ ନଂ(ଓ ଆର ୦୭ ଜେ – ୩୩୩୮) ସହ ଶୁଖୁଆ ବୋଝେଇ ପିକ୍ ଅପ୍…

ଛିଡ଼ା ହୋଇଥିବା ପାଉଁଶ ବୋଝେଇ ହାଇୱାକୁ ଧକ୍କା ଦେଲା କାର୍‌, ୩ ମୃତ

ସମ୍ବଲପୁର,୪।୧(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ NH-55 ନକ୍ସପାଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଏକ କାର୍‌ ପିଟି ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ଖବର ଅନୁସାରେ ଏକ ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?