ଆମ ଜିଲା ଖବର

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ ୧୧ଟା ୨ମିନିଟରେ ହୀରାକୁଦ ଜଳଭଣ୍ଡାର ରାଇଟ ବାଇକ୍‌ ଉପରେ ରହିଥିବା ଏଚଆର୍‌ ଗେଟ ଖୋଲିଥିଲେ।…

ଭୋଜି କରିବାକୁ ଯାଇ ଆଉ ଫେରିଲେନି ନିତାଇ: ସ୍ତ୍ରୀ ଫୋନ କରିବାକୁ ମାଲିକ କହିଲେ…

ମହାକାଳପଡ଼ା,୩।୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଏକ ଜଙ୍ଗଲରୁ ସନ୍ଦେହଜନକ ଭାବେ ଏକ ମୃତଦେହ ମିଳିଛି। ମୃତକ ଜଣଙ୍କ ହେଲେ ପୂର୍ବ ସୁନିତି ବୋବାଙ୍ଗ ଡିହ ଗ୍ରାମର ନିତାଇ ମାନ୍ନା(୩୫)।…

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ପରିବେଶ ନ୍ଯାୟ ଜନିତ ସଚେତନତା କାର୍ଯ୍ଯକ୍ରମ, ଗଛ ଲଗାଇ…

ପୁରୁଷୋତ୍ତମପୁର,୩/୧(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସିତାରାମପୁର ଆଗ୍ରାହରମ ପ୍ରାଥମିକ ବିଦ୍ଯାଳୟ ପରିସରରେ ଶନିବାର ପରିବେଶିକ ନ୍ଯାୟଜନିତ ସଚେତନତା କାର୍ଯ୍ଯକ୍ରମ ଆୟୋଜିତ ହୋଇଥିଲା । ଆଇନସେବା କମିଟିର ଅଧ୍ଯକ୍ଷ ସିନିୟର…

ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ନିର୍ମାଣାଧୀନ କାର୍ଯ୍ୟରେ ଅହେତୁକ ବିଳମ୍ବ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡିଛି। ନିର୍ମାଣ…

ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ଯାଇଥିବା ଅଭିଯୋଗ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ, ୩।୧( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ଦେଖିବାକୁ ମିଳିଛି। କେହି ଜଣେ ଜୋତା ପିନ୍ଧି ଶ୍ରୀମନ୍ଦିର ଭିତରକୁ ଚାଲିଯାଇଥିବା ଦେଖିବାକୁ ମିଳିଛି। ଯାହା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା ସହ…

ଚଢା ଦରରେ ବିକ୍ରି ହେଉଛି ବିଦେଶୀ ମଦ: ବୋତଲ ପିଛା…

ନୂଆପଡ଼ା/କୋମନା,୩ା୧(ମକାରୁ ବେମାଲ/ମହେଶ ବାଗ):ଇଂରାଜୀ ନବବର୍ଷକୁ ସ୍ବାଗତ ଜଣାଇ ଚାରିଆଡେ ଉତ୍ସାହର ମାହୋଲ ଦେଖାଦେଇଥିଲା। ଏହାର ସୁଯୋଗ ନେଇ କୋମନାଠାରେ ଥିବା ବିଦେଶୀ ମଦ ଦୋକାନ ଚଢାଦରରେ ବିକ୍ରୟ କରୁଥିବା ଅଭିଯୋଗ ହୋଇଛି। ନୂତନ ବର୍ଷ ପାଳନ ଓ ଭୋଜିଭାତର ଆସର ଜମାଇବା…

୧୫ ବର୍ଷ ହେଲା ୨ଟି ପେନସନ ପାଉଛନ୍ତି ଅବସରପ୍ରାପ୍ତ ଶିକ୍ଷକ, ଜଣାପଡିବା ପରେ…

ମୋହନା,୩।୧( ମନ୍ମଥ ମିଶ୍ର ): ପୂର୍ବ ସରକାରଙ୍କ ୨୫ ବର୍ଷ ଶାସନ କାଳରେ ଏମିତି ଅନେକ ଦୁର୍ନୀତି ହୋଇଛି । ଯାହାକି ସରକାରୀ ବାବୁମାନଙ୍କ ବ୍ୟବସ୍ଥା ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରିଛି। ଏଭଳି ଏକ ଦୁର୍ନୀତି ଚିତ୍ର ଗଜପତି ଜିଲା ମୋହନା…

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ଜଣକ…

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବଲାଙ୍ଗୀର ସହରରେ ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିବା ଜଣେ ହୋମଗାର୍ଡଙ୍କୁ ଏକ ଅଜଣା…

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ ପାଣି ଲେବୁଲ ପରୀକ୍ଷଣ କରାଯାଇଛି। ଇତିମଧ୍ୟରେ ୯ ମାସ ବିତିଯାଇଥିଲେ ସୁଦ୍ଧା ପ୍ରକଳ୍ପରେ ବିଦ୍ୟୁତ୍‌…

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ କଥାବସ୍ତୁ ହେଲେ ମଧ୍ୟ ବାସ୍ତବରେ ଗତ ୨ବର୍ଷ ହେଲା ଧନୁଯାତ୍ରା ମହୋତ୍ସବରେ ଏହା ପରିଲକ୍ଷିତ…

ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ

ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ଯୁବ ଖବରଦାତା କୀର୍ତ୍ତି ଚନ୍ଦ୍ର ଦୁର୍ଗା (ଦୁର୍ଗା କୀର୍ତ୍ତି)। ସ୍ବର୍ଗତ ଧବଳେଶ୍ୱର ଦୁର୍ଗାଙ୍କ କନିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?