ଆମ ଜିଲା ଖବର

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଠେଲାପେଲାରେ ଚାଲିଗଲା ୩ ଜଣଙ୍କ ଜୀବନ, କ୍ଷୋଭ ପ୍ରକାଶ କରି ନବୀନ କହିଲେ ପ୍ରଶାସନର…

ପୁରୀ,୨୯ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଯାହାକୁ ନେଇ କ୍ଷୋଭ…

କୋରଡକୋଟ ଜଙ୍ଗଲରୁ ମିଳିଲା କଙ୍କାଳ: ତେବେ କାହାର ଏହି କଙ୍କାଳ ଏବେ…

ଦେବଗଡ,୨୯।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କୋରଡକୋଟ ଜଙ୍ଗଲ ମଧ୍ୟରେ ଏକ ମଣିଷ କଙ୍କାଳ ଠାବ ହୋଇଥିବା ଜଣାପଡିଛି। କେତେକ ଲୋକ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ କୋରଡକୋଟ (କାଇଝରଣ)ଘଞ୍ଚ ଜଙ୍ଗଲ ମଧ୍ୟରେ କୋଣସି ଏକ ଅଜଣା ବ୍ୟକ୍ତିଙ୍କର…

ପାଣି ଘେରରେ ମୋରଡା: ପୋଲ ଉପରେ ୩ ଫୁଟ ର ବନ୍ୟା ଜଳ , ଯୋଗାଯୋଗ ବିଚ୍ଛିନ୍ନ

ମୋରଡା,୨୯।୬(ସ୍ମାରକ ମାଜୀ): ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ମୋରଡା ଏବଂ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇିଛି । ଷନିବାର ରାତି ତମାମ ଅଞ୍ଚଳରେ ବର୍ଷା ହେବା ଫଳରେ ରବିବାର ବ୍ଲକର ବାରିପଦା-ଜଳେଶ୍ୱର ମୁଖ୍ୟ ରାସ୍ତାର ଚିତ୍ରଡା ଜମ୍ଭୀରା…

ପୁରୀରେ ଦଳାଚକଟା: ସ୍ଥିତି ଅନୁଧ୍ୟାନ କଲେ ୱାଇ ବି ଖୁରାନିଆ

ପୁରୀ,୨୯।୬: ପୁରୀ ଅଘଟଣ ନେଇ ଅନୁଧ୍ୟାନ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ସେ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ପ୍ରମୁଖ ଅଧିକାରୀଙ୍କ ସହ ସ୍ଥିତିର ଅନୁଧ୍ୟାନ ମଧ୍ୟ କରିଛନ୍ତି। ସକାଳୁ ସକାଳୁ ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିଆ…

ପୁରୀ ଅଘଟଣ: ଜିଲାପାଳ କହିଦେଲେ ସତକଥା…

ପୁରୀ,୨୯।୬: ପୁଣି ପୁରୀରେ ଘଟିଛି ବଡ଼ ଅଘଟଣ। ପୁରୀ ଶରଧାବାଲିରେ ଠେଲାପେଲା । ଏଥିରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତ ଭକ୍ତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିର…

ମାଛ ଚାଷରେ ପୁଣି ରେକର୍ଡ କରିବ କଳାହାଣ୍ଡି ଚଳିତବର୍ଷ ୩୧ ହଜାର ଟନ୍‌ ଉତ୍ପାଦନ ଲକ୍ଷ୍ୟ

ଭବାନୀପାଟଣା,୨୯।୬ (ଉତ୍ତମ କୁମାର ଦାଶ): ରାଜ୍ୟରେ କଳାହାଣ୍ଡି ଜିଲା ଧାନ ଓ କପା ଉତ୍ପାଦନ କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ବେଳେ ଏବେ ଆଉ ଏକ ପାଦ ଆଗକୁ ବଢିଛି। ଜିଲାରେ ଉତ୍ପାଦନ ହେଉଥିବା ଉନ୍ନତ ମାନର ମାଛ ସ୍ବତନ୍ତ୍ର…

ପୁରୀରେ ବଡ଼ ଅଘଟଣ: ଜଣାପଡିଲା ବଡ଼ କାରଣ

ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିକା ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ତେବେ…

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ : ପଡିଲା ମହଙ୍ଗା ଥାନାରେ…

ଭବାନୀପାଟଣା,୨୯।୬(ଉତ୍ତମ କୁମାର ଦାଶ): ସୋସିଆଲ ମିଡିଆରେ ଯାଦବ (ଗୌଡ଼) ସମ୍ପ୍ରଦାୟକୁ ଜଣେ ଯୁବକଙ୍କ ଆକ୍ଷେପମୂଳକ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି। ଶନିବାର ଏହାକୁ ନେଇ ଭବାନୀପାଟଣା ସହର ଯାଦବ ସମାଜ ପକ୍ଷରୁ ସ୍ଥାନୀୟ ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ…

ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ

ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିଆ ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ସୂଚନାଥାଉ କି, ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି।…

ରଥଟଣା ବିଳମ୍ବରୁ ରାଜନୀତି

ଶ୍ରୀକ୍ଷେତ୍ର ପୁରୀରେ ଶୁକ୍ରବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିର୍ଦ୍ଧାରିତ ସମୟ ଅପରାହ୍ନ ୪ଟାରେ ହୋଇପାରି ନ ଥିଲା। ପରମ୍ପରା ଅନୁଯାୟୀ, ଶ୍ରୀ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପ୍ରଥମେ ଅପରାହ୍ନ ୪ଟା ୧୦ରେ ଗଡ଼ିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଶ୍ରଦ୍ଧାଳୁ ଟାଣିନେଇଥିଲେ।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୫ ଗୁରୁତର

ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମଳିଥିବା ସୂଚନା ମୁତାବକ, କୋମନା ଥାନା ଜତଗଡ ପଞ୍ଚାୟତ ଗଡଗଡ ବାହଲି ଗାଁର ରାଇସିଂ…

କୋଟିଆରେ ୫ ମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ

ପଟ୍ଟାଙ୍ଗି,୨୮ା୬(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ପ୍ରଥମଥର ରାଜ୍ୟର ୫ ମନ୍ତ୍ରୀ ରଥଯାତ୍ରାରେ ଅଂଶଗ୍ରହଣ କରିଥିବାରୁ ସୀମାନ୍ତବାସୀଙ୍କୁ ଉତ୍ସାହିତ କରିଛି। କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ପରିସରସ୍ଥିତ ଅତିଥି ଭବନରେ ଏକ ରୁଦ୍ଧଦ୍ୱାର ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri