ଆମ ଜିଲା ଖବର

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳଚଳକୁ ବାରଣ କରାଯାଇଛି । କୁହୁଡ଼ି ନକମିବା…

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ ପିଆଇ ମାରିଦେବା ଅଭିଯୋଗ କରି ପରିବାର ଲୋକେ ଦର୍ପନାରାୟଣପୁର ଫାଣ୍ଡିକୁ ଅଭିଯୋଗ କରିବାକୁ ଗୁରୁବାର…

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ ନିର୍ବାଚିତ ଜନ ପ୍ରତିନିଧିଙ୍କ ଆନ୍ତରିକତା ଅଭାବ ଯୋଗୁ ଅନେକ ସ୍ଥାନରେ ଏସବୁ ଯୋଜନା କାର୍ଯ୍ୟକାରୀ…

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ…

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ ହୋଇପାରିନାହିଁ। ଟୋକନ ସମସ୍ୟାକୁ ନେଇ ଚାଷୀମାନେ ମଣ୍ଡିକୁ ଧାନ ଆଣି ପାରୁ ନ ଥିବାବେଳେ…

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ ମହିଳାଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲାଞ୍ଜିଗଡ ପଞ୍ଚାୟତ ଜାମଚୁଆ ଗ୍ରାମର ସ୍ୱର୍ଗତ ସାଇବ ମାଝୀଙ୍କ ସ୍ତ୍ରୀ ମଲ…

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି ଅନୁଯାୟୀ, ଶନିବାର ପୌଷ ପୂର୍ଣ୍ଣିମା(ପୁଷପୁନି) ରହିଛି। ତେଵେ ଏହି ତିଥିରେ ଧନୁଯାତ୍ରା ମହୋତ୍ସବ ଉଦଯାପିତ…

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ ଠେଙ୍ଗା ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମାକୁନ ଧନବାରଙ୍କ ସ୍ତ୍ରୀ ପୁଷ୍ପ…

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌ ପ୍ରକାଶ ପାଇଛି। ଏଥିରେ ଜନସାଧାରଣଙ୍କୁ ହାତପାଅନ୍ତାରେ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସେବା ଯୋଗାଇବା, ଅନ୍‌ଲାଇନରେ…

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ ପ୍ରାୟ ସାଢ଼େ ୯ ଟାରେ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଖବରପାଇ କେ.ନୂଆଗାଁ ଥାନା…

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ ସ୍ୱାସ୍ଥ୍ୟବସ୍ଥା ସୁଧୁରିବାର ନାଁ ନେଉନାହିଁ। ଗୋଟିଏ ପଟେ ରାଜ୍ୟରେ ଡାକ୍ତରମାନେ ଦିନକୁ ଏକ ଘଣ୍ଟା…

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି । ଏହା ଜଣାପଡ଼ିବା ପରେ ରାଜ୍ୟ ନେତୃବୃନ୍ଦଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?