ଆମ ଜିଲା ଖବର

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି। ଏଥିସହିତ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି ମୋଟ ୩୮ ଲକ୍ଷ ୪୩ ହଜାର ୨୮ ପର୍ଯ୍ୟଟକ।…

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଭୋଜିଭାତର ଆସର ଜମିଛି। ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଏବଂ ନୂତନ ବର୍ଷକୁ…

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ମୋଟର ସାଇକେଲର ତିନି ଆହତ…

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରି ଏହି ସଚେତନତା ରଥ…

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର । ଆଜି ନୂଆବର୍ଷ ଉପଲକ୍ଷେ ମାଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ ଜମିଥିଲା…

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଆତଙ୍କ ଖେଳାଉଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ରାତି…

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା ଭସାପୋଲରେ ଯାତ୍ରା କରୁଥିବାବେଳେ ପାଣି ମଧ୍ୟକୁ ଖସି ପଡିଥିଲେ ଜଣେ ଯାତ୍ରୀ। ବହୁ ସମୟ…

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଗୁରୁବାର ସକାଳ ପ୍ରାୟ ୮ ଟାରେ ଜଣେ ୩୫ ବର୍ଷୀୟ…

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ ଗୁରୁବାର ଭୋର ସମୟରେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ…

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌ ସମୟରୁ ଏଠାରେ ଭକ୍ତଙ୍କ ଭିଡ଼ ଲାଗିରହିଛି। ଏହି ଅବସରରେ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ମା’ଙ୍କ…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି ଏହି ମହୋତ୍ସବ ପାଳନ କରାଯିବ। ଏଥିପାଇଁ ମଞ୍ଚକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ ଚଳିତବର୍ଷ…

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌ ସଂଗ୍ରହକାରୀ ଟିକେଟ୍‌ ବାବଦକୁ ଅର୍ଥ ସଂଗ୍ରହ କରୁଥିଲେ ସୁଦ୍ଧା ଯାତ୍ରୀଙ୍କୁ ଅର୍ଥ ବାବଦରେ ଟିକେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?