ଆମ ଜିଲା ଖବର

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ ଭକ୍ତ ମହାପ୍ରସାଦକୁ ଠିଆ ହୋଇ ଓ ଗାଡ଼ିରେ ବସି ଖାଉଥିବା ପରିଲକ୍ଷିତ ହୋଇଛି। ଗତ…

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା ଥାନା ଅନ୍ତର୍ଗତ ଯୋଲକୋ ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ବୁଧବାର…

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ବିଦ୍ୟୁତ୍‌, ଉଦ୍ୟାନ ବିଭାଗ, ସମନ୍ବିତ ଶିଶୁ ବିକାଶ ଯୋଜନା,…

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା) ପୂଜା କମିଟି ପକ୍ଷରୁ ବୁଧବାର ମହା ଆଡ଼ମ୍ବରରେ ଯାତ୍ରା ସମ୍ପୂର୍ଣ୍ଣ ହୋଇଯାଇଛି। ଆଦିବାସୀଙ୍କ ନିଆରା…

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର ନାଏକ ମନୋନୀତ ହୋଇଛନ୍ତି। ସମ୍ପାଦକ ପଦ ପାଇଁ ନାମ ଘୋଷଣା ହେବା ତାଙ୍କ ସମର୍ଥକଙ୍କ…

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ ହରାଇ ପରିବାର ଭାଙ୍ଗି ପଡ଼ିଥିବା ବେଳେ ମୃତଦେହକୁ ଆଣିବାକୁ ସ୍ତ୍ରୀ ଗୁହାରୀ କରିଛନ୍ତି। ମୃତକ…

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର ଅନେକ ପଞ୍ଚାୟତ ଦୁର୍ଗମ ଅଞ୍ଚଳରେ ରହିଥିବା ବେଳେ କିଛି ଗ୍ରାମ ଗୁଡିକ ଜଙ୍ଗଲ ପାହାଡ଼…

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ…

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି, ଭଞ୍ଜନଗର…

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା ୨୪ ରୁ ୩୦ ଡିସେମ୍ବର ଚାଲିଥିବା ବେଳେ ଓଡିଶା ଦଳ ମୋଟ ୩୨ଟି ପଦକ…

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଏବଂ ପିଅନ କାହ୍ନୁ ସାହୁଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି। ନ୍ୟାୟାଳୟଙ୍କ…

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ ବିଦ୍ରୋହ ଓ ସାଂପ୍ରତିକ ଅବସ୍ଥା’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷକ ନିରଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?