ଆମ ଜିଲା ଖବର

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ ପୂର୍ବରୁ ମୁସ୍କାନ ନାମକ ଏକ ଚଳନ୍ତା ଯାତ୍ରୀବାହୀ ବସର ଚକା ବାହାରି ପଡ଼ିଲା ।…

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ ଗୋଟିଏ ବାଇକ୍‌କୁ ଆଉ ଗୋଟିଏ ବାଇକ ଧକ୍କା ଦେଇ ଦ୍ରୁତଗତିରେ ଚାଲି ଯାଇଥିଲl। ଏହି…

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରରେ ପାଳନ କରୁଥିବାବେଳେ ପୂଜାରାଣୀ ବେହେରା କର୍କଟ ପୀଡିତଙ୍କ ପାଇଁ…

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ମାତ୍ର କିଛି ଦୂର ଜଙ୍ଗଲ ମଧ୍ୟରୁ ଚାରୋଟି କୁକୁର ଏକ ହରିଣକୁ ଗୋଡ଼ାଇ ଗୋଡ଼ାଇ…

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ବେଲଖଣ୍ଡି ଗ୍ରାମର କଲୋନୀପଡ଼ାର ସୁବାସ ଛତ୍ରିଆଙ୍କ ଘରେ ଗତ…

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ ଦୁଃଖଦ ଓ ଅଭାବନୀୟ ଘଟଣା ଘଟିଛି । ବିଦ୍ୟାଳୟର ବାର୍ଷିକ କ୍ରିଡା ପ୍ରତିଯୋଗିତା ଦୌଡରେ…

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗତ ୨୩ ତାରିଖଠାରୁ ପ୍ରଶାସନ ପକ୍ଷରୁ ଧାନ କିଣା ଶୁଭାରମ୍ଭ…

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା ଭିନ୍ନ ଧର୍ମ ଗ୍ରହଣ କରିଥିବା ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ସେ ଭିନ୍ନ ଧର୍ମର…

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ ଭେଟକୁ ନେଇ ଚର୍ଚ୍ଚା ହେଉଛି। Dharitri – Odisha’s No.1 Odia Daily

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି l ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିି ଅରୁଣ ନାୟକ କହିଛନ୍ତି ଯେ…

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ ଗାଁର ଚାଷୀମାନେ ବଲାଙ୍ଗୀର ସିଏସଓ ଅଫିସ ଭିତରେ ଧାରଣା ଦେଇଛନ୍ତି। ୨୨୦ରୁ ଉଦ୍ଧର୍‌ବ ପଞ୍ଜୀକୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?