ଆମ ଜିଲା ଖବର

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି କ୍ୟାଡେଟ ଦିଲ୍ଲୀରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ୨୦୨୬ ପରେଡ୍‌ରେ ଯୋଗଦେବାକୁ ମନୋନୀତ ହୋଇଛନ୍ତି।…

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ ୩୯ ହଜାରରୁ ଅଧିକ ଟଙ୍କା ଲୁଟି ନେଇଛନ୍ତି। ସକାଳେ ଏନେଇ ଘର ଲୋକ ଜାଣିବା…

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ମହାପ୍ରଭୁଙ୍କ…

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ ମୃତ ଏବଂ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଗଞ୍ଜାମ ଜିଲା ମାଗୁରା…

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।…

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଥୁରାନଗରୀକୁ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିପାରନ୍ତି ବୋଲି ରବିବାର ରାଜ ଦରବାରରେ ରାଜ…

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ମିଳିତ ଅଭିଯୋଗ ଶୁଣାଣି କରିଥିଲେ। ୧୨୦ଟି ଅଭିଯୋଗପତ୍ର ଉଭୟ ଗ୍ରହଣ କରିଥିଲେ।…

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା ଜମା ନୋଟିସ (ଏଏସଡି), ସ୍ମାର୍ଟ ମିଟର ତୁରନ୍ତ ପ୍ରତ୍ୟାହାର କରାଯାଉ । ଏଥିସହ ଉପଭୋକ୍ତାଙ୍କୁ…

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା ଜାଣିବା ପରେ ଗାଡ଼ି ମାଲିକ ଚକିତ ହୋଇ ପଡ଼ିଥିଲେ। ଗାଡ଼ିର କେତେ ଟଙ୍କା ଫାଇନ…

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ ମହୋତ୍ସବ ଆୟୋଜିତ ହୋଇଥିଲା। ଏଥିରେ ନିଜ କଳା ପଦର୍ଶନ କରି କୃତିତ୍ୱ ଅର୍ଜନ କରିଛନ୍ତି…

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ଜିଲା ଗୁମ୍ମା ଗ୍ରାମର ଭଲିବଲ ଟିମ ପ୍ରତିପକ୍ଷ…

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପାଳପୁରର ବେନ୍ଦାଝୋଲା ଗ୍ରାମରେ ଚଳିତ ବର୍ଷ ଏକ ଇତିହାସ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?