ଆମ ଜିଲା ଖବର

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ ବିଭିନ୍ନ ସଂଗଠନ ରାସ୍ତା ଉପରକୁ ଆସି ବିରୋଧ କରୁଛନ୍ତି। ସୋମବାର ଏକ ଟ୍ରେଲରରେ ପାଉଁଶ…

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩ ଜଣଙ୍କୁ ଉପ ସଭାପତି ଦାୟୀତ୍ୱ ଦେଇଛନ୍ତି। ସେମାନେ ହେଲେ ବ୍ରଜରଜନଗର ପୂର୍ବତନ ପୌରାଧ୍ୟକ୍ଷ ନନ୍ଦ…

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପାଟଣାଗଡ଼ ଥାନା ଅଧୀନ କୋଳପଡ଼ାର ସୁବାସ ମେହେର(୫୨),…

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମର ଶିବପ୍ରସାଦ ଜେନା ସୋମବାର ରାଇପୁର ଗସ୍ତ କରିଛନ୍ତି। ସେଠାରେ ୧ରୁ ୫ତାରିଖ…

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି ଫେରାର ମାରିଥିବା ଦୁଇ ଲୁଟେରାଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟାଉନ ଥାନା ପୋଲିସ…

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି ପରେ ସୋମବାର ଅପରାହ୍ନରେ ଦାରିଙ୍ଗବାଡି ଭାଜପା ମଣ୍ଡଳର ସଭାପତି ମିଟୁ ସାହୁଙ୍କ ନେତୃତ୍ୱରେ ଅନ୍ୟ…

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଗଣେଶ୍ୱର ପୁଣି କହିଛନ୍ତି, ସବୁ ଦଳରେ ଝଡ଼ ଅଛି। କେଉଁଠି…

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର ଅନ୍ନପୂର୍ଣ୍ଣା ଲେନରେ ଘର କାମ କରୁଥିବା ବେଳେ କାନ୍ଥ ପଡି ଶ୍ରମିକଙ୍କ ମୃତ୍ୟୁ ଘଟିଛି…

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ ଚେତାବନୀ ଦିଆଯାଇଛି। ଧର୍ମଶାଳା ଉପ ବିଭାଗୀୟ ଅଧିକାରୀଙ୍କ ଜରିଆରେ ବାଲେଶ୍ୱର ଟାଟା ପାୱାର ସଭାପତିଙ୍କ…

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ ହେବ। ଏହି ମେଳା ଉପଲକ୍ଷେ ଅରେଇ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସରପଞ୍ଚ ସ୍କୃତି ସମୀକ୍ଷା…

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ଏକ କାଜୁ ବୋଝେଇ ଟ୍ରକ ବିପରୀତ ଦିଗରୁ ତପ୍ତପାଣି ଅଭିମୁଖେ ଯାଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?