ଜିପିଏଲ୍ଏଫ୍,ସିଆର୍ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍ଏଚ୍ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍ଏଫ୍ ଓ ସିଆର୍ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର ମା’ ମଙ୍ଗଳା ସ୍ବୟଂ ସହାୟକ ଦଳର ସଦସ୍ୟା ଲିଲି ବେଲଘରିଆ ସୋମବାର ଗୋଷ୍ଠୀ…
ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ
କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି ନିମ୍ନ ଅଦାଲତଙ୍କ ପକ୍ଷରୁ ସୌରିନ୍ ଭଟ୍ଟଙ୍କ ବିରୋଧରେ ଲାଗୁ ହୋଇଥୁବା ଜାମିନ୍ ବିହୀନ…
ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର
ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦ ପରିବାରରେ ଶହେରୁ ଅଧିକ ଲୋକ ବାସ କରୁଥିବାବେଳେ ଶିକ୍ଷା, ସ୍ବାସ୍ଥ୍ୟ, ବିଜୁଳି, ପାନୀୟ…
ବ୍ରିଜ ଉପରେ ମୁହାଁମୁହିଁ ଧକ୍କା ହେଲା ଦୁଇ ବାଇକ, ୪….
ଗୁଣପୁର,୨୫ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଂଶଧାରା ଓଭରବ୍ରିଜରେ ବାଇକ୍ ଏବଂ ଲୁନା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଛନ୍ତି । ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର…
ଗରିମା କନକ୍ଲେଭ୍, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ
ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ‘ଗରିମା କନକ୍ଲେଭ୍’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତ୍ରପୁର ପୌରପରିଷଦକୁ…
ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ ଭିନ୍ନ ବିବାଦ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଓ ତେନ୍ତୁଳି ଗ୍ରାମର କିଛି…
ଅଡବାରେ ଅବୈଧ ଗଞ୍ଜେଇ ଚାଷ ବନ୍ଦ ପାଇଁ ଏକାଠି ହେଲେ ଜନସାଧାରଣ, ନଶାମୁକ୍ତ ଓଡ଼ିଶା…
ମୋହନା,୨୫।୮(ମନ୍ମଥ ମିଶ୍ର): “ଗଞ୍ଜେଇମୁକ୍ତ ଗଜପତି” ଏବଂ “ନଶାମୁକ୍ତ ଓଡ଼ିଶା” ଅଭିଯାନର ଅଂଶ ସ୍ୱରୂପ ଅଡବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଗଜପତି ପୋଲିସ ଅଧୀକ୍ଷକ ପ୍ରହଲ୍ଲାଦ ସାହାଇ ମୀନାଙ୍କ ନେତୃତ୍ୱ ଓ ମାର୍ଗଦର୍ଶନରେ ଅବୈଧ ଗଞ୍ଜେଇ…
ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍: କମୁଛି ମ୍ୟାଲେରିଆ ଜ୍ୱର ଭୟ
ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ପଞ୍ଚାୟତର ତାଡ଼ିମାହା ଗ୍ରାମରେ ସୋମବାର ଚଳିତବର୍ଷର ଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…
ଜଳ ନିଷ୍କାସନ ଫେଲ୍, ବେହାଲ ବରଗଡ଼ ସହର
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି, ସେଇଠି ବର୍ଷାଜଳ ନିଷ୍କାସନ ପାଇଁ ନାଳରେ ବାଟ ନାହିଁ। ମଇଳା, ଆବର୍ଜନା ତାହା…
ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର ବ୍ଲକ ମାଣ୍ଡିବିଶି ପଞ୍ଚାୟତ ରାସ୍ତୁଗୁଡ଼ା ଗ୍ରାମର ଜଗନ୍ନାଥ ମାଝୀ । ସେ କଲ୍ୟାଣସିଂହପୁର…
ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ ଓ ତାଙ୍କ ଦୁଇ ପୁଅ ଅମୂଲ୍ୟ ସାହୁ, ମୁନା ସାହୁଙ୍କୁ ଗିରଫ କରିଛନ୍ତି।…
ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର
ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା ସଦନ’ ଅଡିଟୋରିୟମରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗୁଡାରି ଏନଏସି ୨ କୋଟିର ଅର୍ଥ…

