ଆମ ଜିଲା ଖବର

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ ପ୍ରତିଷ୍ଠା କରିଥିଲେ। ଏହି ଚିକିତ୍ସାଳୟକୁ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା, ମ ରାମପୁର ଆଦି ବ୍ଲକର…

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ ଓ ଅଧ୍ୟକ୍ଷା ସୁଫଳା ନିଆଲଙ୍କ ନେତୃତ୍ୱରେ କ୍ରିସ୍‌ମାସ୍‌ ଡେ’ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ…

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା ଓ ପିଠାର ଆସର। ନୂଆ ପୋଷାକ ପରିଧାନ ସହ ଗାଁରେ ରହିଥିବା ପ୍ରାର୍ଥନା ଗୃହ…

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ କେ. ନୂଆଗାଁ ଥାନା ଏଏସଆଇ ସି.ତାରକେଶର ରାଓ ଅଭିଯୁକ୍ତ ଭାଇ ତୋଫାନ ନାଇକଙ୍କୁ ଗୁରୁବାର…

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି ଅବସରରେ ବ୍ରାହ୍ମଣୀଗାଁ ରେ ଶତାଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ତୁଳସୀ ଗଛ…

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରହସନ ପାଲଟିଛି। ବାଗଡିଆଣି ଗ୍ରାମପଞ୍ଚାୟତ ଅଧୀନସ୍ତ କୁମ୍ଭାରକାନି ଗ୍ରାମରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ ସୋମବାର ସକାଳେ ମୃତ୍ୟୁବରଣ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ…

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି। ସିଏସ୍‌ଓ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ଛତ୍ରପୁର ବିଧାୟକ…

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା ଅନୁଯାୟୀ ମାଛ ମିଳୁ ନ ଥିବା ଯୋଗୁ ଅନେକ ସମୟରେ ପଡୋଶୀ ଆନ୍ଧ୍ର ପ୍ରଦେଶ…

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଶିଶୁ ପର୍ଯ୍ୟଟକ ଟୟ ଟ୍ରେନର ମଜା ନେଉଥିବା ବେଳେ ହଠାତ ଟ୍ରେନର ପଛ ବଗିଟି…

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ ଜଣ ମନୋନୀତ ହୋଇଛନ୍ତି। ସେଥିରୁ ଗଞ୍ଜାମ ବ୍ଲକର ଶିବପ୍ରସାଦ ଜେନା କବାଡ଼ି ପ୍ରତିଯୋଗିତାରେ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?