ପରିବାରକୁ ଢାଙ୍କି ଦେଇଛି କଳା ବାଦଲ, ସସ୍ମିତାଙ୍କ ଚିକିତ୍ସାରେ ବାଧକ ସାଜିଛି ଅର୍ଥ
ଲାଞ୍ଜିଗଡ,୭ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ଦୋରା ସାରଲି ଗାଁର ଶୁକନାଭଟା ପଡାର ୨୧ ବର୍ଷୀୟ ସସ୍ମିତା ସାହୁ ମାରାତ୍ମକ ଅଜଣା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ପରିବାର କହିଲେ...
ନବୀନଙ୍କୁ ନେଇ ସାଂଘାତିକ କଥା କହିଦେଲେ ସମ୍ବିତ ପାତ୍ର: ବେଇମାନ…
ନୂଆପଡ଼ା,୭।୧୧: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟ ରାଜନୀତିର ଅନେକ ନେତା ପ୍ରଚାର ପାଇଁ ସେଠାରେ ଡେରା ପକାଇଛନ୍ତି। ଶୁକ୍ରବାର ନୂଆପଡ଼ାରେ ଭାଜପା ଏମ୍ପି ସମ୍ବିତ ପାତ୍ର ଏକ ପ୍ରେସମିଟ କରିଛନ୍ତି। ଏଠାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ...
ମୁକୁଳା ଡ୍ରେନରେ ଛଟପଟ ହେଉଥିଲା ଗାଈ: ଅଗ୍ନିଶମ ବିଭାଗ ପହଞ୍ଚିବାରୁ…
ଦାରିଙ୍ଗବାଡି, ୭।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିର ରାଇକିଆ ରାସ୍ତା ଏସବିଆଇ ସମ୍ମୁଖ ଏକ ମୁକୁଳା ଡ୍ରେନରେ ଗାଈ ଛଟପଟ ହେଉଥିଲା। ଏହାଦେଖି ସ୍ଥାନୀୟ ଲୋକ ଏବଂ ଏସବିଆଇ ଶାଖାର ଶାଖା ପରିଚାଳକ ଗୌରୀଶଙ୍କର ନାୟକ...
‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ବଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ...
ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ , ଏ କ’ଣ ମିଳିଲା…
ନୂଆପଡା,୭।୧୧: ନୂଆପଡ଼ାରେ ଅଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଓ ଖରିଆର ରୋଡରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ନିର୍ବାଚନ କମିଶନରଙ୍କ ଟିମ୍ ପକ୍ଷରୁ...
ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ
ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୦ ଯାଏ ସଡ଼କ ଏବଂ...
ଉତ୍ତରାଖଣ୍ଡରେ ରାୟଗଡ଼ା ଯୁବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗିଦେଲେ
ରାୟଗଡ଼ା,୭।୧୧ (ଆଶିଷ ରଞ୍ଜନ ପଣ୍ଡା): ଉତ୍ତରାଖଣ୍ଡରେ ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ହତ୍ୟା କରାଯାଇ ମୃତଦେହକୁ ଏକ ନଦୀରେ ଫିଙ୍ଗି ଦିଆଯାଇଥିଲା। ଉତ୍ତରାଖଣ୍ଡ ଲାଲପୁର ଥାନା ପୋଲିସ ଗୁରୁବାର ଅପରାହ୍ନରେ ନଦୀରୁ ମୃତଦେହ ଜବତ କରିଛି।...
ଭୁବନେଶ୍ୱରରେ ଗଡ଼କରୀ: ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ
ଭୁବନେଶ୍ୱର,୭।୧୧: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଶୁକ୍ରବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଚିବ ଉଷା ପାଢ଼ୀ ପ୍ରମୁଖ ମନ୍ତ୍ରୀ...
ମୋର ବିଜୟ ସୁନିଶ୍ଚିତ: ଘାସିରାମ ମାଝୀ
ନୂଆପଡ଼ା ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ସମୁଦାୟ ୧୪ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଚଳିତ ନିର୍ବାଚନକୁ ମିଶାଇ ୬ଷ୍ଠ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି।...
ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼, ଦାମ୍ ରହିଛି…
ଗଞ୍ଜାମ,୭ା୧୧(ବିଦ୍ୟାଧର ସାହୁ): ସରିଲା ପବିତ୍ର କାର୍ତ୍ତିକ ମାସ। ଗତକାଲି ଗୁରୁବାର ଥିବାରୁ ଆଜି ଅର୍ଥାତ୍ ଶୁକ୍ରବାର ଛାଡ଼ଖାଇ ପାଳନ କରିଛନ୍ତି ଗଞ୍ଜାମ ସହରବାସୀ। ଏଥିପାଇଁ ସହର ଶେଷ ସାନ ବଜାର ମାଛ ମାର୍କେଟରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି।...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ...
ଉଦାହରଣ ସୃଷ୍ଟି କଲେ ଜୁଆଙ୍ଗ ଆଦିବାସୀ, ପୁରୁଷଙ୍କ ତୁଳନାରେ ମହିଳା ଅଧିକ
ଭୁବନେଶ୍ୱର,୭ା୧୧: ଓଡ଼ିଶାର ସାମଗ୍ରିକ ଲିଙ୍ଗ ଅନୁପାତ ପୁରୁଷଙ୍କ ସପକ୍ଷରେ ଥିବାବେଳେ, କେନ୍ଦୁଝର ଜିଲାର ଜୁଆଙ୍ଗ୍ ଆଦିବାସୀ ସମ୍ପ୍ରଦାୟ ଏକ ଭିନ୍ନ ଚିତ୍ର ପ୍ରସ୍ତୁତ କରିଛି। ତଥ୍ୟ ଅନୁଯାୟୀ, ଏହି ଆଦିବାସୀ ଗୋଷ୍ଠୀରେ ମହିଳାମାନେ ପୁରୁଷଙ୍କ ସଂଖ୍ୟାକୁ ଟପି ଯାଇଛନ୍ତି, ଯାହା...
Archives


