ଆମ ଜିଲା ଖବର

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଭଡ଼ାଘରର ରୋଷେଇ ଘର ସ୍ଲାବ ତଳେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ ପ୍ରତିଦିନ ଯାତାୟାତରେ ହନ୍ତସନ୍ତ ହେଉଛନ୍ତି ପ୍ରାୟ ୨୩୦ ଜଣ ଆଦିବାସୀ ଛାତ୍ରୀ। ଏଭଳି…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସୱତନ୍ତ୍ର କାର୍ଯ୍ୟକ୍ରମରେ ବ୍ଲକର ୫୭…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା ନ ଗଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ‘ଏକ ପେଡ ମା’କେ ନାମ’ ଅଭିଯାନ ୩.୦ କାର୍ଯ୍ୟକ୍ରମ ଅନୁଯାୟୀ, ଭାଜପା ମଣ୍ଡଳ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ କରାଯାଇଛି। ଏହି ସମୟରେ ମୋଟ ୨୧ଟି ଖାଦ୍ୟ ସାମଗ୍ରୀ ଦୋକାନଗୁଡିକୁ ଯାଞ୍ଚ କରାଯାଇଥିଲା।…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା ସୂର୍ଯ୍ୟକାନ୍ତି ଛୁରାଙ୍କ ମୃତ୍ୟୁ ପରେ ପରିବାର ଲୋକେ ବାଇକରେ ମୃତଦେହ ନେବାର ଏକ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି। ମଙ୍ଗଳପୁର ଡ୍ୟାମରୁ ପାଣି ଛଡ଼ାଯିବା ପରେ ହାତୀନଦୀରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର ଗାନ୍ଧୀଛକସ୍ଥିତ ଅସ୍ଥାୟୀ ପୂଜାମଣ୍ଡପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ପୂଜା କମିଟିର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି। ଜବତ ଗାଡ଼ିଗୁଡ଼ିକର ଫିଟନେସ୍ ଓ ବୀମା ନଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଡମପଡ଼ା…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ ସମସ୍ୟା ପୌରପରିଷଦ କର୍ତ୍ତୃପକ୍ଷ ସମାଧାନ କରିବା ନିମନ୍ତେ ବନ୍ଦ ଡକରା ଦେଲେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?