ଆମ ଜିଲା ଖବର

ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞଙ୍କ ପରଲୋକ

କଟକ ଅଫିସ,୧୪।୫: ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞ ପ୍ରଫେସର ଡା. ଅନ୍ନପୂର୍ଣ୍ଣା ଦେବୀ(୭୭)ଙ୍କର କଟକ କେଶରପୁରସ୍ଥିତ ବାସଭବନରେ ଶନିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ଖାନ୍‌ନଗରସ୍ଥିତ ସ୍ବର୍ଗଧାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁତ୍ର ଚିନ୍ମୟ ମୁଖାଗ୍ନି ଦେଇଥିଲେ। ଡା....

ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର ଉଦ୍‌ଘାଟିତ

କଟକ,୧୪।୫: ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର କଟକର ସିଡିଏଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ...

ବାଘଛାଲ ଜବତ, ୨ ଗିରଫ

ଫୁଲବାଣୀ ଅଫିସ, ୧୩ା୫: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ନିକଟରେ ଫୁଲବାଣୀ ବନ ବିଭାଗ ଚଢ଼ାଉ କରି ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ କଲରାପତରିଆ ବାଘ ଛାଲକୁ ଜବତ କରିଛି । ଏହି...

‘ଓଡ଼ିଶାର ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଦେଶ ପାଇଁ ଉଦାହରଣ’

କଟକ ଅଫିସ,୧୪।୫: ରାଜ୍ୟର ଅନୁଗୋଳ, ବାଲେଶ୍ୱର, କୋରାପୁଟ, ଗଞ୍ଜାମ, ସମ୍ବଲପୁର ଜିଲାରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ କାର୍ଯ୍ୟକ୍ଷମ ହୋଇଛି। ବିଚାର ବିଭାଗୀୟ ଅଧିକାରୀ, କୋର୍ଟ କର୍ମଚାରୀ, ଆଇନଜୀବୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ।...

ମାଓବାଦୀଙ୍କୁ ନଜର ରଖିବ ଡ୍ରୋନ୍‌

ଫୁଲବାଣୀ ଅଫିସ/ ସୁନାବେଡ଼ା (ସ୍ବ.ପ୍ର.) ୧୪।୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ ବଂଶଲ ଶନିବାର କୋରାପୁଟ ଓ କନ୍ଧମାଳ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନ ବୁଲିବା ସହ ମାଓବାଦୀଙ୍କ ଗତିବିଧି ଉପରେ ସମୀକ୍ଷା କରିଛନ୍ତି। ପ୍ରଥମେ କୋରାପୁଟ...

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ରାଜପଥରେ ମାରିଲେ ଲାଲ୍‌ ବ୍ୟାନର

ଦାରିଙ୍ଗବାଡ଼ି,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ମାଓବାଦୀ ପକ୍ଷରୁ ଲାଲ ବ୍ୟାନର ସହ ଏକାଧିକ ପୋଷ୍ଟର ଛଡ଼ାଯାଇଛି। ଫଳରେ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତ ଜାହିରକୁ ନେଇ ଅଞ୍ଚଳରେ କୋକୁଆ ଭୟ...

୧୫,୮୨୭ ମାମଲା ଫଇସଲା

କଟକ ଅଫିସ, ୧୪।୫: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ) ପକ୍ଷରୁ ରାଜ୍ୟର ପ୍ରତ୍ୟେକ ଜିଲା ଏବଂ ତାଲୁକ୍‌ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ତଥା...

ପକ୍ଷୀଙ୍କ ତୃଷ୍ଣା ମେଣ୍ଟାଇବାକୁ ପ୍ରୟାସ

ବାଲେଶ୍ୱର ଅଫିସ,୧୪।୫: ପ୍ରବଳ ଗରମରେ ଅସ୍ତବ୍ୟସ୍ତ ଜନଜୀବନ। ଘରୁ ବାହାରିବା ଏକପ୍ରକାର ଅସମ୍ଭବ ହୋଇପଡିଛି। ଦିନ ୧୨ଟା ସୁଦ୍ଧା ବାଲେଶ୍ୱରରେ ତାପମାତ୍ରା ୩୪ ଡିଗ୍ରୀ ଉପରେ ରହୁଥିବା ବେଳେ ଅସହ୍ୟ ଗୁଳୁଗୁଳି ହେଉଛି। ଟିକିଏ ଗଛ ମୂଳର ଛାଇ ଦେଖି...

ହାରିନାହାନ୍ତି ସୁଶୀଳା

କେନ୍ଦୁଝର,୧୪।୫(ସ୍ବ.ପ୍ର.): ପରିବାରରେ ସନ୍ତାନମାନଙ୍କ ଭବିଷ୍ୟତ ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ସନ୍ତାନର ଲାଳନପାଳନ ସହ ଘର, ପରିବାର ଚଳାଇବାରେ ମା’ଙ୍କ ଗୁରୁତ୍ୱ ଅଧିକ। ନିଜ ପିଲା ଓ ପରିବାର ପାଇଁ ସବୁ କିଛି ତ୍ୟାଗ କରିବାକୁ ଆଗେଇ ଆସେ...

ବିଜେଡି ବିଜୟ ଉତ୍ସବ ବେଳେ ଭାଜପା କର୍ମୀଙ୍କୁ ଛୁରାମାଡ଼

ସମ୍ବଲପୁର,୧୪।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ବିଜୟୀ ହେବା ପରେ ବିଭିନ୍ନ ସ୍ଥାନରେ ସମର୍ଥକ, ଦଳୀୟ କର୍ମୀମାନେ ବିଜୟ ଉତ୍ସବ ମନାଇଥିଲେ। ଝାରସୁଗୁଡ଼ା ଜିଲା ବଡମାଲ ଥାନା ଶ୍ରୀପୁରା ଗ୍ରାମରେ ଶନିବାର ବିଜୟ ଉତ୍ସବ ସମୟରେ ବିଜେଡି...

ଟୁଇଟରରେ ଲୋକଙ୍କ ସମସ୍ୟା ସମାଧାନ କରୁଛନ୍ତି ଭାଗୀରଥି

ଗୋପ,୧୪।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ଅନେକ ସରକାରୀ ଯୋଜନା ସଫଳ ହେଉଛି। ମାତ୍ର ଗ୍ରାମାଞ୍ଚଳରେ ଥିବା ସାଧାରଣ ଲୋକ ଓ ଉପାନ୍ତ ଅଞ୍ଚଳରେ ରହୁଥିବା ଲୋକମାନଙ୍କ ନିକଟରେ ସଚେତନତାର ଅଭାବ ହେତୁ ଅନେକ ସରକାରୀ ଯୋଜନା ପହଞ୍ଚିବାରେ ବିଳମ୍ବ...

ଡେଲାଙ୍ଗ ଷ୍ଟେଶନ ବଜାରରେ ଜଳୁନି ହାଇମାଷ୍ଟ ଲାଇଟ୍‌

ଡେଲାଙ୍ଗ,୧୪।୫(ଡି.ଏନ୍‌.ଏ.):ଡେଲାଙ୍ଗ ଷ୍ଟେଶନ ବଜାର ଉପରେ ସ୍ଥାନୀୟ ୭ଟି ପଞ୍ଚାୟତରୁ ଊର୍ଦ୍ଧ୍ୱ ଲୋକ ନିର୍ଭର କରୁଥିବାବେଳେ ବଜାର ଏବେ ନିଶାଡ଼ି ଓ ବାଇକ୍‌ ଚୋରଙ୍କ ଆଡାସ୍ଥଳୀ ପାଲଟିଛି। ସନ୍ଧ୍ୟା ହେଲେ ବଜାରକୁ ଆଲୋକୀକରଣ କରିବାକୁ ଥିବା ହାଇମାଷ୍ଟ ଲାଇଟ୍‌ ଆଜକୁ ଦୀର୍ଘ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri