ଆମ ଜିଲା ଖବର

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଥିବା ଜଣାପଡିଛି। ସେଗୁଡିକ ହେଉଛି ବଜାର ଦର…

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ କାମ କରୁଥିଲେ। ୧୯ ତାରିଖରେ କିଛି ସାଙ୍ଗଙ୍କ ସହିତ ଗ୍ରାମକୁ ଫେରୁଥିବା ବେଳେ ଆନ୍ଧ୍ରପ୍ରଦେଶ…

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ ପରିବର୍ତ୍ତନ କରିଛନ୍ତି। ଏହାଦ୍ବାରା ଗରିବ ଲୋକ ଯୋଜନାର ଲାଭ ପାଇବେ ନାହିଁ। ତେଣୁ ଏହାର…

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି ସନ୍ଧ୍ୟାରେ ଏହି ଖବର ଜଣାପଡିବା ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ଭଞ୍ଜନଗର ବିଧାୟକ…

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ୧୯୪୭ରେ ଭାରତର…

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଦେବାର ସୁନାନୀ, ଦୁଷ୍ମନ୍ତ ସୁନାନୀ, ବିକାଶ ସୁନାନୀ ଓ ଭୀମସେନ…

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଏହି…

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ବରିଷ୍ଠ ସମାଜସେବୀ ତଥା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସ୍ତ୍ରୀ ମଧୁସ୍ମିତା ନାୟକ,…

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହାଫଳରେ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପହିଛି। ସାହି…

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ ଉତ୍ସବ ୨୦୨୫’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭରତ ନାୟକଙ୍କ ଅଧ୍ୟକ୍ଷତାରେ…

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର ଡାକ୍ତର ଓ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନା ଅନୁସାରେ ସକାଳ ୮…

ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ)-ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳରେ ଚୋରି ଓ ଲୁଟପାଟ ବଢ଼ିବାରେ ଲାଗିଛି। ଆମ୍ୱପୁଆସ୍ଥିତ ପୋଲିସ କଲୋନୀ ଗଜାନନ ବିହାର ଦ୍ୱିତୀୟ ଗଳିର ଏକ ତାଲାବନ୍ଦ ଘରୁ ଦୁବୃର୍ତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?