ଆମ ଜିଲା ଖବର

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି ପାଇଁ…

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ…

୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ…

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି l ଚଳିତ ରଜ ପର୍ବକୁ ଦୃଷ୍ଟିରେ ରଖି ସରପଞ୍ଚଙ୍କ ଆଗୁଆ ପଦକ୍ଷେପକୁ…

କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ବନ କର୍ମଚାରୀ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନ ସେବା ସଂଘ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଶାଖା ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ରବିବାର ସମସ୍ତ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ସଙ୍ଘର ସମସ୍ତ ସଭ୍ୟାସଭ୍ୟ କଳାବ୍ୟାଜ୍‌ ପରିଧାନ କରି…

ବଲାଙ୍ଗୀର ଆସିବେ ମୁଖ୍ୟମନ୍ତ୍ରୀ, ସ୍ବତନ୍ତ୍ର ପ୍ୟାକେଜ ଦାବି ନେଇ ଉନ୍ନୟନ ପରିଷଦର ପ୍ରସ୍ତୁତି

ବଲାଙ୍ଗୀର,୧୫ା୬(ସୁନୀଲ କୁମାର ମହାନ୍ତି): ଆସନ୍ତା ୧୭ ତାରିଖରେ ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଲାଙ୍ଗୀର ପଥରଚେପାଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଗସ୍ତରେ ଆସି ଜିଲା ପାଇଁ…

ନଦୀ-ନାଳର ଠିକଣା ଖୋଜୁଛନ୍ତି ଭଞ୍ଜନଗର ଚାଷୀ: ମୌସୁମୀ ଆସିଲାଣି ହେଲେ ମରାମତି ହୋଇନି ଆଡ଼ିବନ୍ଧ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅଧିକ୍ଷଣଯନ୍ତ୍ରୀ କାର୍ଯ୍ୟାଳୟ ଅଧୀନରେ ଥିବା ଅନେକ ନଦୀ, କେନାଲ ଲଟା ବୁଦାରେ ଭରି ରହିଛି। ଆଉ କେତକ ସ୍ଥାନରେ ମାଟିରେ ମଧ୍ୟ ନଦୀ, ନାଳ ପୋତି ହୋଇଗଲାଣି। ଚଳିତ ବର୍ଷ ମୌସୁମୀ…

ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ, ଜଣେ ନିଖୋଜ

ବାରିପଦା,୧୫ା୬(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଅଞ୍ଚଳରେ ଗାଧୋଇବାକୁ ଯାଇ ତିନିଜଣ ବଡ଼ିଯିବା ଭଳି ଦୁଃଖଦ ଘଟଣା ଘଟିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ଜଣଙ୍କ ମୃତ ଦେହକୁ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ରହିଛନ୍ତି।…

ରାଜପଥରେ ଓଲଟିଲା ଯାତ୍ରୀବାହୀ ବସ୍‌

ଖୋର୍ଦ୍ଧା,୧୫ା୬(ପ୍ରଭାତ ପାଣିଗ୍ରାହୀ): ୧୬ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଡ୍ରାଇଭର ଭାରସାମ୍ୟ ହରାଇ ବସ୍‌ଟିକୁ ଡିଭାଇଡରରେ ପିଟି ଦେବାରୁ ଏହା ଓଲଟି ପଡ଼ିଥିଲା। ଫଳରେ ୭ ଜଣ ଗୁରୁତର ହୋଇଛନ୍ତି। ୧୫ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଶିଳ୍ପାଞ୍ଚଳ…

ଭାଲୁ ଆକ୍ରମଣରେ ୨ ଯୁବକ ଗୁରୁତର: ଆକ୍ରମଣ ଭୟରେ ଗଛକୁ ଚଢିଲେ ଲୋକେ

ନୂଆପଡ଼ା,୧୫ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ଗାଁରେ ଶନିବାର ଭାଲୁ ଆକ୍ରମଣରେ ୨ ଯୁବକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୋସେଙ୍ଗ ଗାଁର ଦିପଚନ ମାଝି(୩୭) ଓ ଅମୂଳ ମାଝି…

ସନ୍ଧ୍ୟା ହେଲେ ରାଜପଥରେ ଗୋରୁପଲ, ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡ଼ି,୧୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଉପରେ ଗୋରୁପଲଙ୍କ ଉପଦ୍ରବ ବୃଦ୍ଧି ପାଇଛି। ପ୍ରକାଶ ଯେ, ରାଇପୁରଠାରୁ ଗୋପାଳପୁରକୁ ସଂଯୋଗ କରୁଥିବା ଏହି ରାଜପଥରେ ଏବେ ଗାଡ଼ିସଂଖ୍ୟା ବୃଦ୍ଧିପାଇଛି। ବ୍ରହ୍ମପୁରଠାରୁ ଭବାନୀପାଟଣା, ବାଲିଗୁଡ଼ା,…

ଜାରକା ବଜାରର ବିଭିନ୍ନ ହୋଟେଲ, ଜଳଖିଆ ଦୋକାନ ଉପରେ ଚଢ଼ାଉ

ଯାଜପୁର,୧୫।୬: ଯାଜପୁର ଜିଲା ଜାରକା ବଜାରର ବିଭିନ୍ନ ହୋଟେଲ, ଜଳଖିଆ ଦୋକାନ ଉପରେ ଚଢ଼ାଉ ହୋଇଛି। ଯାଜପୁର ଜିଲା ଜାରକା ବଜାରର ବିଭିନ୍ନ ହୋଟେଲ ଓ ଜଳଖିଆ ଦୋକାନ ଉପରେ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଜାରକା…

ରଜରେ ରକ୍ତର ଛିଟା: ହତ୍ୟାକଲେ ପୋଖରୀରେ ଫିଙ୍ଗିଦେଲେ, ଛଅ ଜଣଙ୍କୁ…

ପାଟଣା,୧୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମ ମୁଣ୍ଡାସାହି ପୋଖରୀରୁ ରବିବାର ସକାଳୁ ଜଣେ ୫୦ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ମିଳିଛି। ତାଙ୍କୁ ପୋଖରୀ ପାଖରେ ମଦ ବିକ୍ରି କରୁଥିବା ଏକ ପରିବାର ଲୋକେ ସଂଘବଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri