ଆମ ଜିଲା ଖବର

ଜଙ୍ଗଲରେ ବେଆଇନ ରାସ୍ତା ନିର୍ମାଣ

କାମାକ୍ଷାନଗର, ୧୬ା୫(ଡି.ଏନ୍‌.ଏ.): ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମାଣ ଚାଲିଛି ରାସ୍ତା। ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଜଳସେଚନ ଲାଗି ଉଦ୍ଦିଷ୍ଟ କାଡା କେନାଲକୁ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଫଳରେ ୨ ପଞ୍ଚାୟତର ଚାଷୀ ଜଳସେଚନରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ...

ବିଧାୟକଙ୍କ ନିର୍ଦ୍ଦେଶରେ ୩ବର୍ଷ ପରେ ଖୋଲିଲେ ଗେଟ୍‌

କେସିଙ୍ଗା,୧୭।୫(ଡି.ଏନ.ଏ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରସୂତିକାଳୀନ ଏବଂ ଶିଶୁ ସାସ୍ଥ୍ୟ କେନ୍ଦ୍ରକୁ ଯାଇଥିବା ମୁଖ୍ୟ ଗେଟ୍‌କୁ ଜିଲାପାଳଙ୍କ ଉପସ୍ଥିତରେ ଖୋଲା ଯାଇଛି। ଜାତୀୟ ରାଜପଥ ୨୬ ଠାରୁ ମାର୍କେଟ ଦେଇ ପ୍ରସୂତିକାଳୀନ ଏବଂ ଶିଶୁ...

ଗ୍ରୀଷ୍ମ ଯନ୍ତ୍ରଣା ବଢ଼ାଉଛି ବିଦ୍ୟୁତ୍‌ କାଟ

ଅନୁଗୋଳ ଅଫିସ, ୧୭।୫: ଅସହ୍ୟ ଗ୍ରୀଷ୍ମ ପ୍ରବାହ ବେଳେ ଘନ ଘନ ହେଉଛି ବିଦ୍ୟୁତ୍‌ କାଟ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା ସତ୍ତ୍ୱେ ଆସୁନି କରେଣ୍ଟ। ଫଳରେ ଗରମ ଓ ଗୁଳୁଗୁଳିରେ ଅଥୟ ହୋଇପଡ଼ୁଛି ଜନଜୀବନ। ଗ୍ରାମାଞ୍ଚଳ ତ ଦୂରର...

ଜିଲାରେ କମିଛି ଡେଙ୍ଗୁ ପ୍ରକୋପ

ଢେଙ୍କାନାଳ ଅଫିସ, ୧୬।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ମଙ୍ଗଳବାର ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ଅଶୋକ କୁମାର ଦାଶ ଏଥିରେ ଅଧ୍ୟକ୍ଷତା କରି କହିଲେ, ଜିଲାରେ ଡେଙ୍ଗୁ...

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଆସିବେ ୫ଟି ସଚିବ

କେସିଙ୍ଗା,୧୭।୫(ଡିଏନଏ) ଆସନ୍ତା ୧୯ ଓ ୨୦ ତାରିଖ ଶୁକ୍ରବାର ଏବଂ ଶନିବାର ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ଏନେଇ କେସିଙ୍ଗା ବିଡ଼ିଓ ପ୍ରଫୁଲ କୁମାର ଅଦୁ ସୂଚନା ଦେଇଛନ୍ତି। ପ୍ରଥମେ ୧୯ ତାରିଖରେ କେସିଙ୍ଗା ବ୍ଲକର...

ରାଜନୀତିରୁ ବଢୁଛି ରକ୍ତପାତ

ଢେଙ୍କାନାଳ ଅଫିସ, ୧୭।୫: ରାଜନୈତିକ ଗୋଷ୍ଠୀ କନ୍ଦଳରୁ ବଢୁଛି ରକ୍ତପାତ। ଗଡୁଛି ମୁଣ୍ଡ। ହତ୍ୟାକାଣ୍ଡର ଅଭିଯୁକ୍ତମାନେ ଧରାପଡୁଛନ୍ତି ସତ, ହେଲେ ପରଦା ପଛର ଖଳନାୟକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ ପୋଲିସ। ଆକ୍ଷେପ-ପ୍ରତିଆକ୍ଷେପ ରାଜନୀତି, ଠିକାଦାରି କାରବାର, ଦଳୀୟ ବିବାଦ ଏଭଳି...

କାଶିନିପଦର: ହିତାଧିକାରୀଙ୍କ ଚାଉଳ ଲୁଟ୍‌ ଅଭିଯୋଗ

ଫୁଲବାଣୀ ଅଫିସ, ୧୭।୫: କନ୍ଧମାଳ ଜିଲାରେ ହିତାଧିକାରୀଙ୍କ ଚାଉଳ ହେରଫେର ହେଉଥିବା ଅଭିଯୋଗ ହୋଇଛି। ବିଗତ ଦିନରେ କୁଟିଆ କନ୍ଧଙ୍କ ଚାଉଳ ହରିଲୁଟକୁ ନେଇ ଜିଲାରେ ଚର୍ଚ୍ଚା ଜୋର ଧରିଥିଲା। ଘଟଣାକୁ ଚପାଇ ଦେବାକୁ ସେତେବେଳେ ବେଶ ଉଦ୍ୟମ କରାଯାଇଥିଲା। ଆଜି...

ଟେଣ୍ଟ ଉଡ଼ିଗଲା, ତୋରଣ ଭାଙ୍ଗିଲା

ଭଞ୍ଜନଗର/ଚିକିଟି/ଆସିକା,୧୬।୫(ଡି.ଏନ.ଏ): ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଭଞ୍ଜନଗର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ସହ ବର୍ଷା ହୋଇଛି। ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ହୋଇଥିବା ଏକାଧିକ ବଡ଼ ବଡ଼ ତୋରଣ ଭାଙ୍ଗି ଚୁରମାର ହୋଇଯାଇଛି। କବିସମ୍ରାଟ ରଙ୍ଗମଞ୍ଚର...

କ୍ଷୁଦ୍ର ଜଳସେଚନ ବିଭାଗରେ ସରକାରୀ ଅର୍ଥ ବ୍ୟୟ

ପାରଳାଖେମୁଣ୍ଡି,୧୭।୫(ଡି.ଏନ୍‌.ଏ.): ଗଜପତି ଜିଲା କ୍ଷୁଦ୍ର ଜଳସେଚନ ବିଭାଗୀୟ କର୍ମକର୍ତ୍ତାଙ୍କ ଆନ୍ତରିକତାର ଅଭାବ ଯୋଗୁ ପାରଳା ମହାରାଜାଙ୍କ ଅମଳର ସମସ୍ତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଶିଥିଳ ଭାବେ ପଡ଼ି ରହିଛି। ପ୍ରତ୍ୟେକ ବର୍ଷ ଲକ୍ଷ ଲକ୍ଷ ଟଙ୍କାର ସରକାରୀ ଅନୁଦାନ ବ୍ୟୟ...

ମୁରବିବିହୀନ ଜିଆର୍‌ପି ଥାନାରେ କର୍ମଚାରୀ ମରୁଡ଼ି

ବ୍ରହ୍ମପୁର ଅଫିସ,୧୭।୫: ବ୍ରହ୍ମପୁରରେ ଥିବା ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ଥାନାରେ ଏବେ ଇନ୍ସପେକ୍ଟର ପଦବୀ ଖାଲି ପଡ଼ିଛି। ଗତ ୨୭ ତାରିଖରୁ ଇନ୍ସପେକ୍ଟର ଜ୍ୟୋତି ପ୍ରକାଶ ନାୟକଙ୍କ କଟକ ଜିଆର୍‌ପି ଥାନାକୁ ବଦଳି ହୋଇଛି। ବ୍ରହ୍ମପୁର ଜିଆର୍‌ପିରେ ଗତ...

ଆରମ୍ଭ ହେଲା ରବିଧାନ ସଂଗ୍ରହ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଜିଲାପାଳ ବିନୀତ ଭରଦ୍ୱାଜ ସାରସକଣା ବ୍ଲକର ଶୀର୍ଷା...

ଗରା, ବାଲ୍‌ଟି ଧରି ରାସ୍ତାରେ ମହିଳା

ନୀଳଗିରି, ୧୬।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁର ପଞ୍ଚାୟତର ୪ଟି ଗାଁରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦ କରି ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଶତାଧିକ ଗ୍ରାମବାସୀ ସେରଗଡ଼ରୁ ଉଦଳା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri