ଆମ ଜିଲା ଖବର

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁ ଲାଗି ବୃଦ୍ଧ ଆନନ୍ଦ ସିଂ(୬୫) ଜୀବନ୍ତ ଦଗ୍ଧ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ…

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ କଲୋନୀ ସାହିର ନଞ୍ଜା…

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌ ଓ ଅଞ୍ଚଳବାସୀ ଅସନ୍ତୋଷ ବ୍ୟକ୍ତ କରିବା ସହ ଏହାକୁ ପରିବେଶଗତ ସଙ୍କଟର ସଙ୍କେତ ବୋଲି…

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ ମାଓବାଦୀଙ୍କୁ ଦମନ କରିବା ପାଇଁ ଓଡ଼ିଶା ପୋଲିସ ପ୍ରୟାସ ଆରମ୍ଭ କରିଛି। ମାଓବାଦୀ…

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ) ଗାଁର ଜଳସିଂ ମାଝୀଙ୍କ ୭ବର୍ଷର ପୁଅ ପବିତ୍ର ମାଝୀ। ପବିତ୍ର ସେବାଶ୍ରମରେ ରହି…

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ୧୯ା୧୨ା୨୦୨୫ରେ ଧର୍ମଶାଳା ତହସିଲ ପକ୍ଷରୁ ପ୍ରଣବଙ୍କୁ…

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ ବିକିପାରୁନାହାନ୍ତି। ଫଳରେ ଖରିଫ୍‌ ଚାଷ ଲାଗି କରିଥିବା ଧାର ଉଧାର ଶୁଝିପାରୁନାହାନ୍ତି ଏବଂ ଅର୍ଥାଭାବରୁ…

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ମୁଖ୍ୟ ଅତିଥି, ଓଡ଼ିଶା କ୍ରିକେଟ ସଂଘ…

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାରି ଭିତରେ କଳାହାଣ୍ଡି ଜିଲାରେ ମଧ୍ୟ ଶୀତର ପ୍ରକୋପ ଦିନକୁ ଦିନ…

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା ୬ରେ ପାରଳାଖେମୁଣ୍ଡିସ୍ଥିତ ସଞ୍ଜୟ ଗାନ୍ଧୀ କଲୋନୀର ଅଭିଯୁକ୍ତ ବାମିଡ଼ି ବାଲୁ ଓରଫ ବାଲାଙ୍କୁ ଦୋଷୀ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି। ସେମାନେ ଗୋଟିଏ ରାତିରେ ୪ଟି ମନ୍ଦିରରୁ ରୂପା ଅଳଙ୍କାର ଚୋରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?