Odisha Elections 2024

ଆମ ଜିଲା ଖବର

ପଢ଼ାଖର୍ଚ୍ଚ ପାଇଁ ରମାଦେବୀର ବଣ୍ଡା ଛାତ୍ରୀ ଦିନମଜୁରିଆ

ମାଲକାନଗିରି,୩୧।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡ଼ା ବଣ୍ଡାଘାଟିର ୫ ପଞ୍ଚାୟତରେ ୩୫ରୁ ଊର୍ଦ୍ଧ୍ୱ ଗ୍ରାମରେ ବଣ୍ଡା ଜନଜାତି ବସବାସ କରୁଛନ୍ତି। ଗତବର୍ଷ ମାଲକାନଗିରି ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ବଣ୍ଡାଘାଟି ବାଣ୍ଡିପଡ଼ା ଗ୍ରାମର ଛାତ୍ରୀ କର୍ମା ମୁଦୁଲି ଗୋବିନ୍ଦପାଲ୍ଲୀ...

ଜାତୀୟ ଉଦ୍ୟାନ ପରିବେଶ ନଷ୍ଟ ହେବ

କେନ୍ଦ୍ରାପଡ଼ା ଅଫିସ, ୩୧ା୫: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଆର୍ସେଲର ମିତ୍ତଲଙ୍କ ପେଲେଟ ପ୍ଲାଣ୍ଟ ସହିତ ଜାପାନର ନିପ୍ପନ ଷ୍ଟିଲକୁ ଯୋଡ଼ି ବୃହତ୍‌ ଶିଳ୍ପର ଯୋଜନା କରୁଛନ୍ତି।...

ପ୍ରେମିକାଙ୍କୁ ବାହାହେବାକୁ ମନା କରିବାରୁ ଜୀବନ ଗଲା

ଦଶରଥପୁର,୩୧ା୫(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ବାହାହେବାକୁ ମନା କରିବାରୁ ପ୍ରେମିକଙ୍କ ଜୀବନ ଯାଇଛି। ପୋଲିସ ତାଙ୍କ ମା’ବାପାଙ୍କୁ ଥାନାକୁ ନେଇ ନିର୍ଯାତନା ଦେଇଥିବାରୁ ଏହା ଯୁବକଙ୍କୁ ଗଭୀର ଆଘାତ ଦେଇଛି। ତେଣୁ ସେ କୌଣସି ଉପାୟ ନ ପାଇ ସୋମବାର ରାତିରେ ରଶି...

ଖଣି ପରେ ଖଣିଜ ପାଣ୍ଠିରେ ବି ଅନିୟମିତତା

ଯାଜପୁର ଅଫିସ,୩୧ା୫: ଖଣିରୁ ଆସିଥିବା ଖଣିଜ ପାଣ୍ଠିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଶାହା କମିଶନଙ୍କ ରିପୋର୍ଟ ଆଧାରରେ ସୁପ୍ରିମକୋର୍ଟ ଖଣିଜ ପଦାର୍ଥ ଲୁଟିଥିବା ଲିଜ୍‌ଧାରୀଙ୍କଠାରୁ କ୍ଷତିପୂରଣ ବାବଦକୁ ୧୮ ହଜାର କୋଟି ଟଙ୍କା ଆଦାୟ କରିବାକୁ ରାଜ୍ୟ...

ଦିବ୍ୟାଙ୍ଗଙ୍କୁୁ ଡାକି ହତାଶ କଲେ

ଯାଜପୁର ଟାଉନ,୩୧ା୫(ଡି.ଏନ.ଏ.): ଯାଜପୁର ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁଙ୍କୁ ପୃଷ୍ଟପୋଷକତା ଯୋଜନାରେ ସାମିଲ କରିବା ନିମନ୍ତେ ଅନୁସୂଚିତ ଜନଜାତି ପିଲାଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଡକାଯାଇ ହତାଶ କରାଯାଇଛି। ସେମାନଙ୍କ ମଧ୍ୟରୁ...

ମେସ୍କୋ ଷ୍ଟିଲ୍‌ ଦେବାଳିଆ ଘୋଷଣା

କଳିଙ୍ଗନଗର,୩୧ା୫(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ କରକମଳରେ ଆରମ୍ଭ ହୋଇଥିବା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ କାରଖାନା ମେସ୍କୋ ଷ୍ଟିଲ ୩ ବର୍ଷ ତଳୁ ବନ୍ଦ ରହିଥିବାବେଳେ ସୋମବାର କମ୍ପାନୀକୁ ଦେବାଳିଆ ଘୋଷଣା କରାଯାଇଛି। ଦେବାଳିଆ ପ୍ରସଙ୍ଗରେ କମ୍ପାନୀ ପରିଚାଳନା କର୍ତ୍ତୃପକ୍ଷ ସର୍ବାଧାରଣ ବିଜ୍ଞପ୍ତି...

କୋମାରେ ଜିଲାର ଶତାଧିକ ପରିଷଦ, ସଂଘ

ଜଗତ୍‌ସିଂହପୁର ଅଫିସ, ୩୧ା୫: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏହା ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ କାମ ପାଇଁ...

୪ଟି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର

ଡେରାବିଶ,୩୧ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗ୍ରାମର ୫ ଜଣ ଅଭିଯୋଗକାରୀଙ୍କ ନାମରେ ୪ଟି ମାମଲା କରି ନ୍ୟାୟ ଅପେକ୍ଷାରେ ରହିଛନ୍ତି। ହେଲେ ଅଭିଯୁକ୍ତ ଜଣକ ଫେରାର ହୋଇ ଯାଇଛନ୍ତି। ଫଳରେ ପୋଲିସ...

ପାଇପ୍‌ଲାଇନ ତଳେ ଚାପିହୋଇ ଛାତ୍ରୀ ମୃତ

କଟକ ଅଫିସ,୩୧ା୫: କଟକରେ ବିଭିନ୍ନ ନିର୍ମାଣ କାର୍ଯ୍ୟ ଯୋଗୁ ଯାତାୟାତ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ସୋମବାର ତାଳଦଣ୍ଡା କେନାଲରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଏହାର ୨୪ଘଣ୍ଟା ନ...

ଯୁକ୍ତ ଦୁଇ ବାଣିଜ୍ୟରେ ଜିଲା ଟପ୍ପର ବଣ୍ଡା ଛାତ୍ରୀ ଆଜି ଦିନ ମଜୁରିଆ

ମାଲକାନଗିର,୩୦।୫(ଡି.ଏନ୍‌.ଏ) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡା ଭଣ୍ଡାଘାଟିରେ ୫ଟି ପଞ୍ଚାୟତରେ ୩୫ରୁ ଉର୍ଦ୍ଧ ଗ୍ରାମରେ ବଣ୍ଡା ଜନଜାତି ବସବାସ କରୁଛନ୍ତିା ଏହି ଜନଜାତିଙ୍କୁ ନେଇ ସାରା ଦେଶରେ ବିଭିନ୍ନ ଆଲୋଚନା ହୋଇଥାଏା ଏମାନଙ୍କୁ ଦେଖିବାପାଇଁ ବିଶ୍ୱର ବିଭିନ୍ନ ଦେଶରୁ...

ଫେରାର ୩ ମାଓବାଦୀ ଗିରଫ

ମାଲକାନଗିରି,୩୦।୫(ସ୍ବ.ପ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲା କୋଂଟା ପୋଲିସକୁ ଏକ ବଡ ସଫଳତା ମିଳିଛିା ମାଓ ମାମଲାରେ ଫେରାର ଥିବା ୩ ମାଓବାଦୀଙ୍କୁ ଗିରଫ କରିଛି କୋଂଟା ପୋଲିସ। ଡିଆରଜି ଜବାନା ସୂଚନା ମୁତାବକ କୋଂଟା ପୋଲିସ...

ଗାଁ କଲ୍ୟାଣ ସମିତି ପାଣ୍ଠିରୁ ଟଙ୍କା ଆତ୍ମସାତ ଅଭିଯୋଗ: ବିଡିଓଙ୍କଠାରେ ଅଭିଯୋଗ

ମୋରଡ଼ା,୩୦ା୫ (ଡି.ଏନ.ଏ.): ଗାଁ କଲ୍ୟାଣ ସମିତି ପାଣ୍ଠିକୁ ଆସୁଥିବା ଟଙ୍କାକୁ ଆତ୍ମସାତ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବରକନ୍ଦ ପଞ୍ଚାୟତ ଅନ୍ତର୍ଗତ ରେକଣା ଗ୍ରାମବାସୀ ସ୍ଥାନୀୟ ବିଡିଓଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଅଭିଯୋଗ ଅନୁଯାୟୀ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri