ଦଣ୍ଡଯାତ୍ରାରୁ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ପ୍ରତାରଣା କରି ବନ୍ଧାହେଲେ ପ୍ରେମିକ
ବ୍ରହ୍ମପୁର,୧୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ପ୍ରେମ କରି ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର କାଳିଆ ସାହୁ(୨୧)।…
ନୂଆ ଗ୍ୟାସ୍ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…
ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍ପିଜି ବା ରନ୍ଧନ ଗ୍ୟାସ୍କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟି…
ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି
ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ ରାଜ୍ୟରେ ନୂଆ ରାଶନ କାର୍ଡ ବଣ୍ଟନ ହୋଇଥିଲା। ନୂଆ ତାଲିକାରେ ପ୍ରତି ଜିଲାରେ…
ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ
ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର ରାଜୁ ତାଣ୍ଡି (୪୬), ମାଷ୍ଟରଟିକ୍ରାର ଗୋପୀ ମହାନନ୍ଦ(୪୦) ଏବଂ ବିଶିପଡ଼ାର ଶ୍ରବଣ କୁମ୍ଭାର(୨୨)।…
ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….
ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍ସ ) ପ୍ରତିଷ୍ଠା ପାଇଁ ଦୃଢ଼ ଦାବି କରିଛନ୍ତି । ସେ ଦାବି…
ଟି-୨୦ ବିଶ୍ୱକପ୍ ବିଜୟ ପରେ ଶ୍ରୀଲଙ୍କା, ଆୟର୍ଲାଣ୍ଡ ଗସ୍ତ କରିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୩।୩: ଟି-୨୦ ବିଶ୍ୱକପ୍ ବିଜୟ ପରେ ଟିମ୍ ଇଣ୍ଡିଆର ବ୍ୟସ୍ତ କାର୍ଯ୍ୟସୂଚୀ ରହିଛି। ରିପୋର୍ଟ ଅନୁସାରେ, ଭାରତୀୟ ଦଳ ଶ୍ରୀଲଙ୍କା ଏବଂ ଆୟର୍ଲାଣ୍ଡ ଗସ୍ତ କରି ଟି-୨୦ ସିରିଜ ଖେଳିବାର ଯୋଜନା ରଖିଛି। ସମ୍ପ୍ରତି ଭାରତୀୟ ଦଳ ICC ପୁରୁଷ T20…
ବିପଦରେ ଅଲିଭ୍ରିଡ୍ଲେ କଇଁଛଙ୍କ ଅଣ୍ଡାଦାନ, କଟକଣା ସତ୍ତ୍ୱେ ପଶି ଆସୁଛନ୍ତି…
କେନ୍ଦ୍ରାପଡ଼ା,୧୩ା୩ (ଜଗନ୍ନାଥ ଧଳ): ବିରଳ ଅଲିଭ୍ରିଡ୍ଲେ କଇଁଛଙ୍କ ପ୍ରଜନନ ସ୍ଥଳ ଗହୀରମଥା ଏବେ ପ୍ରକୃତିର କ୍ରୋଧ ସହ କୃତ୍ରିମ ବିପଦ ସହିତ ଲଢ଼ୁଛି। ବିଶ୍ୱପ୍ରସିଦ୍ଧ ଏହି ଏନ୍ତୁଡ଼ିଶାଳରେ ଶାବକ ଜନ୍ମ ନେବା ପୂର୍ବରୁ ବହୁ ସଂଖ୍ୟାରେ ମରିବା ସୁନିଶ୍ଚିତ ହୋଇଯାଉଛି। ସମୁଦ୍ର…
ନିର୍ମାଣ କାର୍ଯ୍ୟର ତଦାରଖ କଲେ ଜିଲାପାଳ, ଆଗାମୀ ପରିକଳ୍ପନା ବିଷୟରେ ସମସ୍ତଙ୍କୁ ଅବଗତ କରାଇ…
ବଞ୍ଚୋ,୧୩ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦ୍ରୀୟ ବିଦ୍ୟାଳୟ ଆନନ୍ଦପୁରର ନୂତନ ବିଦ୍ୟାଳୟ ଭବନ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅବଲୋକନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ସାଇଟ ଭିଜିଟ କରାଯାଇଥିଲା। ଏହି ଅବସରରେ କେନ୍ଦୁଝର ଜିଲାପାଳ ଓ କେଭି ଆନନ୍ଦପୁରର ଅଧ୍ୟକ୍ଷ ବିଶାଳ…
ରେଳଧାରଣାରେ ପଡ଼ିଛି ଯୁବକଙ୍କ ମୁଣ୍ଡଗଣ୍ଡି ଅଲଗା ମୃତଦେହ
ନନ୍ଦପୁର/ପାଡୁଆ,୧୩ା୩(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କୋତାବାଲସା-କିରାଣ୍ଡୁଳ କେ.କେ ରେଳପଥର ପାଡୁଆ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତ ଶରୀର ମୁଣ୍ଡ-ଗଣ୍ଡି ଅଲଗା ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନ ୧୦ ଟାରୁ…
ପାଟ୍ଟଖଣ୍ଡା ମନ୍ଦିରର ଖୋଲିଲା ହୁଣ୍ଡି: ବାହାରିଲା ସୁନା-ରୁପା ସହ ଏତିକି ଟଙ୍କା
ଦାରିଙ୍ଗବାଡି,୧୩।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ରହିଥିବା ମା’ ପଟ୍ଟାଖଣ୍ଡାଙ୍କ ପୀଠରେ ଗୁରୁବାର ହୁଣ୍ଡି ଖୋଲାଯାଇଛି। ଅନେକ ସମୟରେ ଶ୍ରଦ୍ଧାଳୁମାନେ ହୁଣ୍ଡିରେ ଦେଇଥିବା ଦାନ ଅର୍ଥ ଜାଣିବା ପାଇଁ ସମସ୍ତଙ୍କ ଉପସ୍ଥିତିରେ ହୁଣ୍ଡିକୁ ଖୋଲାଯାଇଥିଲା ଓ ଅର୍ଥକୁ ଗଣତି କରାଯାଇଥିଲା…
ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କଲେ ଜିଲାପାଳ, ନଦୀ ଉପରେ ହେବ…
ନନ୍ଦପୁର,୧୩ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଗତ ତା-୨୭.୨.୨୬ରେ ନନ୍ଦପୁର ବ୍ଲକ ପରିଦର୍ଶନରେ ଆସି ବାସୁକୀ ନଦୀପାର ହୋଇ ରାଇସିଂ ପଞ୍ଚାୟତର ଦେବଷଣ୍ଢଗୁଡ଼ା ଗ୍ରାମବାସୀଙ୍କୁ ଗ୍ରାମ ସମ୍ମୁଖରେ ପ୍ରବାହିତ ବାସୁକୀ ନଦୀ ଉପରେ ଏକ ପୋଲ ନିର୍ମାଣ କରାଯିବ…
ଗ୍ୟାସ୍ ଯୋଗାଣରେ ସଙ୍କଟ: ଜଙ୍ଗଲରୁ କାଠ ସଂଗ୍ରହ ନ କଲେ ଜନଜାତିଙ୍କ ଚୁଲି ଜଳେ ନାହିଁ
ମହାକାଳପଡ଼ା, ୧୩ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଇରାନ୍ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରାକୃତିକ ତୈଳ ଓ ଗ୍ୟାସ୍ ଆମଦାନୀରେ ସଙ୍କଟ ପ୍ରତିଫଳିତ ହେଉଛି। ଫଳରେ ବିଶ୍ୱ ବଜାରରେ ତୈଳ ଓ ଗ୍ୟାସ୍ ଯୋଗାଣରେ ସଙ୍କଟ ଦେଖାଯାଇଛି। ସେଥିପାଇଁ…
Archives


