ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଗଞ୍ଜାମ ପୋଲିସ ଜିଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଚିନ୍ମୟ ନାୟକ,…
ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…
ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି।ଗିରଫ ଯୁବକ ଜଣକ ଫୁଲବାଣୀ ଗୋଛାପଡ଼ା ଗ୍ରାମର ଶ୍ୱେତ କହଁର…
ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର ନାଏବ ସରପଞ୍ଚ ଦୀପକ ପ୍ରଧାନ ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ନିଜ…
କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ
କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୮୨ଟି…
୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ
ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ ହୋଇ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାର ପ୍ରତିବାଦରେ ସୋମବାର…
ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍ ଠାବ
ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ତାଙ୍କର ଦୁଇଟି ବହୁତଳ କୋଠା ସହ ଗୋଟିଏ ଟେଣ୍ଟ ହାଉସ୍ ଠାବ…
ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା
ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି । ଭଦ୍ରକ ବ୍ଲକ ଅନ୍ତର୍ଗତ ତଳାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ…
କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ
ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ୨ଜଣ ଚାଷୀ ଜମିରେ କାମ…
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଏହି ଘଟଣାରେ ମହିଳାଙ୍କୁ ସାମାନ୍ୟ ଆହାତ ଲାଗିଥିବା ଜଣାପଡ଼ିଛି। ଖବରରୁ ଜଣାଯାଏ ରବିବାର…
ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ଉପଜିଲାପାଳ ଶିବାଶିଷ ବରାଳ,…
ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି
ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଥିବା ଯନ୍ତ୍ରୀ ରାଉତ କହିଛନ୍ତି। ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ସାଳନ୍ଦୀ ନଦୀରେ…
ଟ୍ରେନ୍ରେ ପିଟିହୋଇ ମହିଳା ଗୁରୁତର
ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ ଉଲବା ଗ୍ରାମର ପଦ୍ମାବତୀ ମେହେର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସୋମବାର ସମଲେଶ୍ୱରୀ…

