ଆମ ଜିଲା ଖବର

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ ଶୁକ୍ରବାର ସହର ପରିକ୍ରମା କରାଯାଇ ଥିଲା। ପରେ ବ୍ଲକ କାର୍ଯ୍ୟାଳୟରେ ପୂର୍ବାହ୍ନ ସାଢ଼େ ୧୦ଟାରେ…

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ସେ ଏଠାକୁ ତାଲିମ ଲାଗି ଆସିଛନ୍ତି। ଆଗାମୀ…

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି। ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିବା ପରେ ଆଜି ଏଥିପାଇଁ ୱାର୍ଡ…

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦ ବାଇକ୍‌ ନଷ୍ଟ ହୋଇଥିବାବେଳେ ଏକ ବିଦ୍ୟୁତ ଖୁଣ୍ଟରେ ବାଜି ଅଟକି ରହିଥିବା ଜଣାଯାଇଛି। ଶୁକ୍ରବାର…

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ବୋଇତାଳୁ ତରକାରୀ ଦିଆଯାଉଥିବା ଅଭିଯୋଗ ହୋଇଛି । ଛାତ୍ରୀଛାତ୍ରମାନେ ଏହାକୁ…

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର ୫ ପର୍ଯ୍ୟନ୍ତ ଦାରିଙ୍ଗବାଡ଼ି ଅଞ୍ଚଳରେ ରହିଥିବା ଇକୋ ରିଟ୍ରିଟ୍‌ ସମେତ ଘରୋଇ ଲଜ, ହୋଟେଲଗୁଡ଼ିକ…

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ ଗିରଫ କରିବାରେ ସକ୍ଷମ ହେବା ସହିତ ଲକ୍ଷାଧିକ ଟଙ୍କାର ଆଲୁମିନିୟମ ବାସନ ସାମଗ୍ରୀ ଜବତ…

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ ଧାନର ବେଆଇନ ପରିବହନ ରୋକିବାକୁ ସୀମାକୁ ସିଲ୍‌ କରାଯାଇଥିବା ଉଲ୍ଲେଖ କରାଯାଇଛି। ବର୍ତ୍ତମାନ ୨୦୨୫-୨୬…

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ ହେଲେ ଦୁଇ ଏଏନଏମ। ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା ନାୟକ…

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯ ଛାତ୍ରୀଛାତ୍ର, ୭ ଶିକ୍ଷାନୁଷ୍ଠାନ ବିରୋଧରେ ମାମଲା ହୋଇଛି। ମିଥ୍ୟା ଆୟ ଓ ଜାତି…

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ ଦନ୍ତା ହାତୀ ଏବେ ଶୁଣ୍ଢୀରା ପଞ୍ଚାୟତ ନୁଆସାହି ଗ୍ରାମ ନିକଟରେ ଏକ ଗ୍ରାମ୍ୟ ଜଙ୍ଗଲ…

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?