ଆମ ଜିଲା ଖବର

ପାରିବାରିକ କଳହର କରୁଣ ପରିଣତି, ବୃଦ୍ଧଙ୍କୁ ହତ୍ୟା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲାରେ ଦିନକୁ ଦିନ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଶୁକ୍ରବାର ସକାଳୁ ସକାଳୁ ଅତାବିରା ଥାନା ଅନ୍ତର୍ଗତ ଟୋପ ଅଞ୍ଚଳରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଟୋପ-ହିର୍ଲିପାଲି ଗ୍ରାମ୍ୟ…

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ଜଣେ ଗୁରୁତର

ପାଟଣା,୧୩।୩(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ଫାଣ୍ଡି ଗଣ୍ଡବେଡା ଗ୍ରାମ ସ୍କୁଲ ନିକଟରେ ଗୁରୁବାର ଏକ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ୨ ଜଣ ଗୁରୁତର ହୋଇ ରାସ୍ତା ଉପରେ ପଡ଼ିରହିଥିବା ବେଳେ…

କେନ୍ଦୁଝରରେ ଯୁଦ୍ଧର ପ୍ରଭାବ: ଗ୍ୟାସ୍‌ ପାଇଁ ରାସ୍ତାରୋକୋ କଲେ ଲୋକେ

କେନ୍ଦୁଝର,୧୩।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଗ୍ୟାସ୍‌ର ଅଭାବକୁ ନେଇ ଶୁକ୍ରବାର କେନ୍ଦୁଝର ସହର ଧାଙ୍ଗଡ ପଡ଼ାରେ ଲୋକେ ରାସ୍ତାରୋକୋ କରିଛନ୍ତି। ବୁକିଙ୍ଗ୍‌ କରି ଦୀର୍ଘ ଦିନ ଧରି ଗ୍ୟାସ ମିଳୁ ନ ଥିବା ଏବଂ ହୋମ ଡେଲିଭରି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ଏଏସ୍‌ଆଇ, ଜଣେ ବ୍ୟବସାୟୀଙ୍କଠୁ…

ସୁନ୍ଦରଗଡ/ବଡଗାଁ,୧୩।୩(ଜୟ ନାରାୟଣ ମେଣ୍ଡୁଳି, ଅଶୋକ ଷଡ଼ଙ୍ଗୀ): ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏଏସ୍‌ଆଇ। ମଦ ଦୋକାନ ଚଳାଇବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସୁନ୍ଦରଗଡ ଜିଲା ବଡ଼ଗାଁ ପୋଲିସ ଷ୍ଟେଶନର…

ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..

ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍ ଷ୍ଟେସନ୍ ନିକଟରେ ଘଟିଛି । ଦୁର୍ବୃତ୍ତଙ୍କ ମାଡରେ ଆହତ ହୋଇଥିବା ବ୍ୟକ୍ତି ରାୟଗଡା…

ଭୟଙ୍କର ଦୁର୍ଘଟଣା: ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୨ ଡ୍ରାଇଭରଙ୍କ…

ଅତାବିରା, ୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ – ସମ୍ବଲପୁର ଜାତୀୟ ରାଜପଥରେ ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଅତାବିରା – ଧର୍ମଶାଳା ଛକରେ ଏହି ଘଟଣା ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଯେ ଉଭୟ ଟ୍ରକ୍‌ ଚୁର୍‌ମାର୍‌ ହୋଇଯାଇଛି।…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ ବାଲିପଶି ଛକ ନିକଟ ଜାତୀୟରାଜପଥ ୧୪୯ରେ ଭାରସାମ୍ୟ ହରାଇ ଏକ ପିଚୁ ବୋଝେଇ…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍ ମାରି ବସିଛନ୍ତି ପୋଲିସ ଓ ଅବକାରୀ ବିଭାଗ । ଅନ୍ୟପକ୍ଷରେ ଗାଁରେ ନିଶା…

ବଢୁଛି ତାପମାତ୍ରା, ଦେଖାନାହିଁ ଜଳଛତ୍ର

ଲୋଇସିଂହା,୧୩।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି ା ଅସ୍ବାଭାବିକ ତାପମାତ୍ରା ବୃଦ୍ଧି ନେଇ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଲାଣି। ପିଇବା ପାଣିର ଚାହିଁଦା ବୃଦ୍ଧି ପାଇଛି। କିନ୍ତୁ ପଞ୍ଚାୟତ ପକ୍ଷରୁ ଖୋଲାଯାଉଥିବା ପାଣିଛତ୍ର…

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନ ବେଶି ଦାୟୀ: ନରସିଂହ

ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଏବର ସରକାର ଅପେକ୍ଷା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶୀ ଦାୟୀ ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ବୁଧବାର କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…

ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବିଧାନସଭାରେ ପ୍ରଶ୍ନ କଲେ କଳିକେଶ, ରାଜନୀତିରେ ହଇଚଇ

ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ପ୍ରଶ୍ନ ଉଠାଇଛନ୍ତି। ଜିଲାର ପାନୀୟ ଜଳ ସମସ୍ୟା, ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତା ଉନ୍ନତିକରଣ ଏବଂ ଯୁବତୀ-ଯୁବକଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସେ…

ନିଶା ସେବନ କରୁଥିଲେ ସ୍ତ୍ରୀ, ରାଗିଯାଇ ହତ୍ୟା କରିଥିଲେ ସ୍ବାମୀ, ବ୍ୟବଚ୍ଛେଦ ରିପୋର୍ଟରେ ବଡ଼ ଖୁଲାସା

ଦେବଗଡ,୧୩।୩(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଥାନା ବ୍ରାହ୍ମଣୀମାଳ ଗ୍ରାମରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ତଥ୍ୟ ଆସିବା ପରେ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସ୍ପଷ୍ଟ କରିଛି। ହତ୍ୟାକାଣ୍ଡରେ ମୃତ ମହିଳାଙ୍କ ସ୍ବାମୀ ସମ୍ପୃକ୍ତ ଥିବା ଜଣାପଡିବାରୁ ପୋଲିସ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri