ଆମ ଜିଲା ଖବର

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର ଶୁଭାରମ୍ଭ ହୋଇଥିଲା। ହେଲେ ଶୁଭାରମ୍ଭର କିଛି ଦିନ ପରେ ଅନେକ ଷ୍ଟ୍ରିଟ ଲାଇଟ…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ ନିକଟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ଜନହିତକର ଯୋଜନା କିଭଳି ଜନସାଧାରଣ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ ଚଷମା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଛି। ଏହି ଶିବିରରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଘରୋଇ ବସ ତାଙ୍କ ବାଇକ୍‌କୁ ଧକ୍କା…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ମଣ୍ଡଳ ରେଳ ପ୍ରବନ୍ଧକ (ଡିଆରଏମ)ଙ୍କୁ ସୋମବାର ଏକ…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୋମବାର ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଅତିରିକ୍ତ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ। ସୋମବାର ପୂର୍ବାହ୍ନରେ ବିଧାୟକ ବିଦ୍ୟାଳୟରେ ପହଞ୍ଚି ପ୍ରଥମେ ଛାତ୍ରୀଛାତ୍ରଙ୍କ ପାଇଁ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି ଅବ୍ୟବସ୍ଥିତ ହୋଇ ପଡ଼ିଥିବା ଡ୍ରେନ ଓ ଅଳିଆ ଆବର୍ଜନା ସଫେଇ କାର୍ଯ୍ୟ ଆରମ୍ଭ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍ ରୁମ୍‌ରେ କର୍ମଚାରୀ ସଂଖ୍ୟା ହ୍ରାସକୁ ବିରୋଧ କରି ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିସରରୁ ମଇଳା ବାହାର କରାଯାଇଥିଲା। ଏଥିସହ ପରିବେଶର…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ ବିରୋଧ କରି ସରପଞ୍ଚ ପ୍ରେମଲାଲ ଭୋଇଙ୍କ ନେତୃତ୍ୱରେ ଓ ଗ୍ରାମବାସୀ ତଥା ସମିତିସଭ୍ୟା,…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ତେବେ ଧାର୍ଯ୍ୟ ନିୟମ ଅନୁଯାୟୀ ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?