ଆମ ଜିଲା ଖବର

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି ଅବସରରେ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ ଏବଂ ପରିଚାଳନା କମିଟି, ପୂଜା କମିଟି ପକ୍ଷରୁ…

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ ତାହା ଖାରଜ ହୋଇଛି। ଜେଲରେ ଦିନ କାଟୁଥିବା ବ୍ରହ୍ମପୁର ପୂର୍ୱତନ ବିଧାୟକ ବିକ୍ରମ କୁମାର…

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଡ଼ିଓ ସୁଚରିତା…

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩ ବିବସ୍ୱତ ଗୌତମଙ୍କ କୋର୍ଟରେ ଚାଲୁ ରହିଛି। ଉକ୍ତ ମାମଲାରେ ଉଭୟ ସରକାର ଏବଂ ପ୍ରତିପକ୍ଷ…

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ ବିଦ୍ୟାଳୟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି…

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ ନୀଳଚକ୍ର ନଗରର ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ଟି ଘର ଉପରେ ବୁଲଡୋଜର ଚାଳାଇଥିବା…

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ ହୋଇଛି। ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର…

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ ଟଙ୍କା ଓ ସୁନା ରୂପା ଗହଣା ଲୁଟ୍‌ ହୋଇଛି। ଏ ନେଇ ଉକ୍ତ ଅଞ୍ଚଳରେ…

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଓ ସମ୍ମାନିତ ଅତିଥି ଭାବେ…

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ ମୃତ୍ୟୁ ହୋଇଥିବା ବେଳେ ଅବହେଳା କାରଣରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଓ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ପ୍ରତିଦିନ ନୂଆପଡ଼ା ସମେତ ଅନ୍ୟ…

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ ଗ୍ରାମ ୯ ନମ୍ବର ୱାର୍ଡରେ ଥିବା ଚହଲା ପଡିଆ ଡାହାଣ କଡ଼ କିଆବୁଦା ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?