ଆମ ଜିଲା ଖବର

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଅମ୍ବାଭୋନା, ବଡମାଲ, ଭୁକ୍ତା, ଡୁଙ୍ଗୁରୀ, କପାସିରା, ଲଖନପୁର,…

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି। ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଲୋକମାନେ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରିବା…

୨୦ ରୁ ୧୨୮୯ରେ ପହଞ୍ଚିଲାଣି: କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ

ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ୬୩ ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ୧୯୬୩ ମସିହାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହାର ମୂଳ ଲକ୍ଷ୍ୟ ଥିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ…

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି। ପ୍ରଥମେ ଆତ୍ମହତ୍ୟା ସନ୍ଦେହ କରାଯାଉଥିବା ଏହି ଘଟଣାକୁ ମୃତ ଯୁବତୀଙ୍କ ପରିବାର ପକ୍ଷରୁ ହତ୍ୟା…

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ରିଷିଡ଼ା ଏବଂ ଭାଟେଲ ଦଳ ମଧ୍ୟରେ ହୋଇଥିଲା। ଏଥିରେ ରିଷିଡ଼ା ଚାମ୍ପିୟନ…

ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ମିଶ୍ର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଶୀତର ପ୍ରକୋପ ଅନୁଭୂତ ସତ୍ତ୍ୱେ ସଂଘ…

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ୍‌ ଜିତାଇଛନ୍ତି। ଲଗାତାର ୨ ଥର କଟକରେ…

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର। ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ,…

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର ହୋଇଥିବାରୁ ଚିଲିକାରେ ମାଛ ମାରିବା ଥିଲା ତାଙ୍କର ମୁଖ୍ୟ ବେଉସା l ଦିନେ ନଳବଣ…

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ପ୍ରସାଦ…

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?