ଆମ ଜିଲା ଖବର

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ ଉଦ୍ୟାନ ଭିତରକନିକା ଉପରେ ରହିଛି। ବନ୍ୟ ପ୍ରାଣୀ ବାର୍‌ହା, ହରିଣ, ଦେଶୀ ଓ ବିଦେଶାଗତ…

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ ସୋମବାର ବ୍ଲକ ବିଜେଡି ପକ୍ଷରୁ ପଞ୍ଚୟତ ସମିତି ସମ୍ମୁଖରେ ଧାରଣା ଦିଆଯାିଛି। ବ୍ଲକ ବିଜେଡି…

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ…

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ ଶୀତର ପ୍ରଭାବ ଜାରି ରହିଥିବା ଯୋଗୁ ଲୋକମାନେ ପ୍ରବଳ ଶୀତରେ ଅସ୍ତବ୍ୟସ୍ତ ହୋଇଗଲେଣି। ସୋମବାର…

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି…

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା। ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି…

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ ହିମାଂଶୁ ସାହୁ ଓ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକ ଧାରଣାରେ ବସିଛନ୍ତି। କାଲି…

ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କରିଥିବା ଜଣାପଡିଛି। ଏପରିକି ପ୍ରେମିକ ଜଣକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ…

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ ସଫାରୀ ଗାଡି ସ୍କୁଟିକୁ ଧକ୍କା ଦେଇଛି । ଦୁର୍ଘଟଣାରେ ସ୍କୁଟିରେ ଥିବା ଦୁଇ ଜଣଙ୍କର…

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗଦେଇ ୧୯୪୨ ଅଗଷ୍ଟ ୨୪ ତାରିଖରେ…

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ ହାଇସ୍କୁଲର ରାକେଶ ନାୟକ। ଟାଟା ଷ୍ଟିଲ ତରଫରୁ ଭୁବନେଶର ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା…

ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍‌ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା ସହ ପାର୍କ ପରିସର ମଧ୍ୟରେ ରହିଥିବା ମ୍ୟୁଜିକାଲ ଫାଉଣ୍ଟେନ୍‌ରେ ଶବ୍ଦ କରୁଥିବା ବିଭିନ୍ନ ସମ୍ବଲପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?