ଆମ ଜିଲା ଖବର

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା ଅନକଡୁଙ୍ଗୁରୁ ମୌଜାରେ ଥିବା ଖାତା ନମ୍ବର ୧୧, ପ୍ଲଟ ନମ୍ବର ୫୪/୨୪୦ରେ ଥିବା ୧୨…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ୪ ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷା ତଥା ସିଭିଲ…

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପଦ୍ମପୁର ସବକଲେକ୍ଟର ଅଫିସ ସମ୍ମୁଖରେ…

ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର

ବାଲିଗୁଡା, ତା, ୧୩।୧୨,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି l ପ୍ରକାଶ ଯେ, କଲୋନୀ…

ଦୁଇ ଦିନ ହେଲାଣି ତୁଷାରପାତ, ପ୍ରବଳ ଥଣ୍ଡାରେ ଥରୁଛି ଜି.ଉଦୟଗିର

ଜି.ଉଦୟଗିରି, ୧୨।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଶୀତଳତମ ସହର ଜି.ଉଦୟଗିରି ଅଞ୍ଚଳରେ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଜାଡ଼ ଥଣ୍ଡା ସହ କୋହଲା ପବନ ଥଣ୍ଡାକୁ ଦ୍ୱିଗୁଣିତ କରୁଛି। ଦୁଇ ଦିନ ହେଲା ଜି.ଉଦୟଗିରିରେ ୩ ଡିଗ୍ରୀ ତାପମାତ୍ରା…

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା ଶନିବାର ଦାଇତ୍ବ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରି…

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି । ସିନିୟର ସିଭିଲଜଜ ତଥା ଆସିଷ୍ଟାଣ୍ଟ ସେସନଜଜ ଶରତକୁମାର ସାହୁ ଓ ଜେଏମଏଫସି ବିଚାରପତି…

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ ବାଲି ବ୍ୟବସାୟକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି । ଗାଁରେ ଗଣ୍ତଗୋଳ ହେବା ସହ…

ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି ଜୋର ଧରିଛି । ଏହି ଦୁଇ ଛକ ଦେଇ ଦୈନଦିନ ଶହ ଶହ ସ୍କୁଲ…

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ ଯାଉଥିବାବେଳେ ଅସୁସ୍ଥତା କାରଣରୁ ଅଧାରାସ୍ତାରେ ବହି ବସ୍ତାନି ସହ ଟଳି ପଡ଼ିଥିଲେ। ଖବରପାଇ ପରିବାର…

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର ବିୟର କରାଯାଇ ଅଭିଯୁକ୍ତକୁ ଆଜୀବନ କାରା ଦଣ୍ଡାଦେଶର ରାୟ ପ୍ରକାଶ ପାଇଛି। ଏହା ସହିତ…

ଭିନ୍ନମୋଡ ନେଲା ଜାମସର ପୋଖରୀକୁ ଟ୍ରକ ପଶିବା ଘଟଣା: ଦୁର୍ଘଟଣା ରଚିଥିଲେ ଡ୍ରାଇଭର

ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ):ଗତ ନଭେମ୍ବର ୧୭ ତାରିଖ ରାତିରେ ବଲାଙ୍ଗୀର-ବରଗଡ ୨୬ନଂ. ଜାତୀୟ ରାଜପଥ ପୁଇଁତଳା ଥାନା ଅନ୍ତର୍ଗତ ଜାମସର ପୋଖରୀକୁ ଏକ ମାଲ ପରିବହନ ଟ୍ରକ ପଶି ଯାଇଥିଲା। ପୋଲିସ ଖୋଳତାଡ ପରେ ଏହି ମାମଲା ଭିନ୍ନ ମୋଡ ନେଇଛି। ଟ୍ରକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?