ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…
ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ ଲାଗିଥିବା ଯୁଦ୍ଧର ପ୍ରଭାବ ଏବେ ସିଧାସଳଖ ସାଧାରଣ ଖାଉଟିଙ୍କ ରୋଷେଇ ଘର ଉପରେ…
ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…
ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ ମହଙ୍ଗା ପଡ଼ିଛି। ୱାରେଣ୍ଟି ସମୟରେ ଟିଭି ମରାମତି ନକରି ଗ୍ରାହକଙ୍କୁ ହଇରାଣ କରିଥିବା…
ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର
ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି ବୋଝେଇ ହାଇୱା ଟ୍ରକରେ ପାଲ ଢାଙ୍କୁଥିବା ସମୟରେ ୧୧ କେଭି ବିଦ୍ୟୁତ ତାର…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ପ୍ରାୟ ୧୦ ଦୋକାନ ଜଳିଯାଇଥିବା ବେଳେ ସେଥିମଧ୍ୟରୁ ୩ଟି ଦୋକାନ ସମ୍ପୂର୍ଣ୍ଣ ଭସ୍ମୀଭୂତ…
ମଞ୍ଚ ନାଟକକୁ ବଞ୍ଚେଇ ରଖିଛି ତୋଫାନ କଳା ସଂସଦ: ଏବର୍ଷ ପରିବେଷଣ ହେଲା…
ଭଞ୍ଜନଗର,୧୨। ୩(ବାବୁଲା ପ୍ରଧାନ)-ବର୍ତ୍ତମାନ ସମୟରେ ବ୍ୟବସାୟିକ ଉଦ୍ଦେଶ୍ୟରେ ଖୋଲା ମଞ୍ଚ ନାଟକର ଚାହିଦା ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଭଞ୍ଜନଗରଠାରେ ବିଗତ ୪୦ ବର୍ଷ ହେଲା ସ୍ଥାନୀୟ କଳାକାରଙ୍କୁ ନେଇ ମଞ୍ଚ ନାଟକ ପରିବେଷଣ କରାଯାଉଛି। ଚଳିତ ବର୍ଷ ଅନୁଷ୍ଠାନର…
WFP ଉପ-ନିର୍ଦ୍ଦେଶକଙ୍କ ଭଞ୍ଜନଗର ଗସ୍ତ: ଜଳବାୟୁ-ଅନୁକୂଳ ଚାଷକୁ ପ୍ରଶଂସା, ସକାରାତ୍ମକ ପ୍ରଭାବ ଉପରେ…
ଭଞ୍ଜନଗର,୧୨।୩(ବାବୁଲା ପ୍ରଧାନ)- ଜଳବାୟୁ ପରିବର୍ତ୍ତନ ଯୋଗୁ ରାଜ୍ୟରେ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ପଡୁଛି। ସେଥିମଧ୍ୟରେ ଗଞ୍ଜାମ ଜିଲାରେ ଏହାର ଅଧିକ ପ୍ରଭାବ ବିଗତ କିଛି ବର୍ଷ ମଧ୍ୟରେ ଦେଖିବାକୁ ମିଳିଛି। ତେଣୁ ସରକାର ମଧ୍ୟ ଜଳବାୟୁ ପରିବର୍ତ୍ତନକୁ ଦେଖି ଚାଷ କାର୍ଯ୍ୟ…
ଦିଗପହଣ୍ଡି ସହରର ବିକାଶ ପାଇଁ କାଉନସିଲରଙ୍କ ୮ ଦଫା ଦାବିପତ୍ର: ଜଳବନ୍ଦୀ- ପାନୀୟ ଜଳ ସମସ୍ୟା ଉପରେ…
ଦିଗପହଣ୍ଡି, ୧୨।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବହୁବିଧ ବିକାଶ ଓ ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ୧୧ ନମ୍ବର ୱାର୍ଡ କାଉନସିଲର ଜ୍ୟୋସ୍ନା ଜେନା ଏବଂ ତାଙ୍କ ପ୍ରତିନିଧି ରମେଶ ଚନ୍ଦ୍ର ଜେନା ଏନ୍ଏସି…
ବନ୍ୟପ୍ରାଣୀ ଶିକାର ସୂଚନା ଦେଲେ ମିଳିବ ୫ ହଜାର ଟଙ୍କା, ଟାଟା ପାଓ୍ବାର ପକ୍ଷରୁ ଘୋଷଣା…
ଭଞ୍ଜନଗର, ୧୨।୩ (ବାବୁଲା ପ୍ରଧାନ):ବନ୍ୟପ୍ରାଣୀ ସୁରକ୍ଷା ଏବଂ ହାତୀ-ମଣିଷ ଲଢ଼େଇକୁ ରୋକିବା ପାଇଁ ଜନସାଧାରଣଙ୍କ ସହଭାଗିତା ଅପରିହାର୍ଯ୍ୟ। ଏହି ଲକ୍ଷ୍ୟକୁ ନେଇ ଗୁରୁବାର ଭଞ୍ଜନଗରଠାରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ‘ସ୍ନେହା’ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଏକ ଗଜ…
ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚର ବନ୍ଧୁମିଳନ: ପୁରୁଣା ସ୍ମୃତି ଚାରଣ ସହ କଳାକାରଙ୍କୁ ସମ୍ମାନ
ଗଞ୍ଜାମ,୧୨।୩(ବିଦ୍ୟାଧର ସାହୁ): ଗଞ୍ଜାମ କଳାକାର ମଞ୍ଚ ତଥା ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଟାମ୍ପରା ହ୍ରଦ କୂଳରେ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳାକାରମାନଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବା ସହ ସାଂସ୍କୃତିକ ବିକାଶ…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…
ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମାରକାନୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ…
ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା
ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା ଗୁଡାରି ବ୍ଲକ୍ ଅସଡ଼ା ପଞ୍ଚାୟତ ଅଧୀନ ଡ଼ିମିରିଗୁଡା ଗ୍ରାମର ପ୍ରାୟ ୨୫ ଜଣ…
କାର୍ ନେଲା ଜୀବନ
ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ ଗୌଡ଼। ଅଭିମନ୍ୟୁ କୌଣସି କାମରେ ବଜାରକୁ ଯାଇଥିବା ବେଳେ ତାଙ୍କୁ ପଛପଟୁ କାର…
Archives


