ଆମ ଜିଲା ଖବର

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ଛାତ୍ର ହେଲେ କୌଶିକ ମହାପାତ୍ର। ବୟସ ୨୦ ବୋଲି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା ଅବରୋଧ ହେବା ସହ ଯାତାୟାତ ବ୍ୟାହତ ହେଉଛି। କେନ୍ଦୁଝରରୁ ଭଦ୍ରାସାହି ଦେଇ କୋଇଡା,…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ ରାସନ ଦୋକାନ, କୈଳାସ ସେଠୀଙ୍କ ପାନ ଦୋକାନ, ସୁଦାମ ଜେନାଙ୍କ ଚା ଦୋକାନ,ରବୀନ୍ଦ୍ର…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା ଓ ଗଞ୍ଜାମ ଥାନା ଅଞ୍ଚଳରେ ଏବେ କଙ୍ଗାରୁ କୋର୍ଟ ବସୁଛି। ପୋଲିସ ଅଛି,…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ ସାର ମହଜୁଦ ରହିଥିବା କହୁଛି। ଅନ୍ୟପଟେ ସାର ପାଇଁ ଚାଷୀଙ୍କୁ ନାହିଁ ନ…

ଟଙ୍କା ଜମାକୁ ୪ବର୍ଷ ବିତିଗଲାଣି, ବୋରୱେଲରେ ବିଦ୍ୟୁତ ସଂଯୋଗ ନାହିଁ

କେସିଙ୍ଗା, ୨୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ଉଠା ଜଳସେଚନ ନିଗମ ଲିମିଟେଡ଼ ଦାରା ଗଭୀର କୂପ ଖୋଲିବା ପାଇଁ ଗତ୨୦୨୨-୨୩ ମସିହାରେ ଚାଷୀମାନଙ୍କୁ ଆହ୍ବାନ କରିଥିଲେ। କେସିଙ୍ଗା ବ୍ଲକର ପ୍ରାୟ ଶତାଧିକ ଚାଷୀ ଗଭୀର କୂଅ ଖୋଲିବା ପାଇଁ ଗତ…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା ହାତୀନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ମଙ୍ଗଳପୁର ଇନ୍ଦ୍ରାବତୀ ଜଳ ଭଣ୍ଡାରର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ବରିଷ୍ଠ ନାଗରିକ ତଥା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ ଶେଷ ସୁଦ୍ଧା ୫ ଉଇକେଟ ହରାଇ ୩୦୦ ରନ କରିଛି। ଏହା ପଡିକଲଙ୍କର…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗ ଦେଇଥିଲେ ।…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ ଉଦ୍ଧର୍‌ବ ସମୟ ଧରି ଲାଗି ରହିଥିବା ବର୍ଷା ଯୋଗୁ ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?