ଆମ ଜିଲା ଖବର

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଜଣେ ବୃଦ୍ଧଙ୍କୁ ମହଙ୍ଗା ପଡିଛି। ମହିଳାଙ୍କ ସମର୍କୀୟ ବୃଦ୍ଧଙ୍କୁ…

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା…

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର ଚଣ୍ଡୀ (୫୫)ଙ୍କ ମୃତ୍ୟୁ ହୋଇଥିଲା ଏବଂ ତାଙ୍କ ସହିତ ଥିବା ନରସିଂ ଚଣ୍ଡି ଗୁରୁତର…

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ…

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି କର୍ମଚାରୀ ମିଳିତ ଚଢାଉ କରିଛନ୍ତି। ଚଢାଉ ବେଳେ ନିମ୍ନମାନର ଖାଦ୍ୟ ଜଣାପଡିବାରୁ ଅଧିକାରୀମାନେ ୬…

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ ଜାତୀୟ ରାଜପଥରେ…

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର ଉକ୍ତ…

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି ନିଜକୁ ଜମି ମାଲିକ ଦର୍ଶାଇ ଜାଲ ଆଧାର କାର୍ଡ ପ୍ରସ୍ତୁତ କରି ଜମିକୁ…

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚାଷୀଙ୍କଠାରୁ ମାର୍ଚ୍ଚ ୨୦୨୬ ଯାଏ ମଣ୍ଡିରୁ ଧାନ ସଂଗ୍ରହ ହେବ। ଚଳିତ ବର୍ଷ…

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରି ଗୁଣାତ୍ମକ ଶିକ୍ଷାର ବିକାଶ କିଭଳି ହୋଇପାରିବ…

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା । ଡାଟା ବେସ୍‌ ଯାଞ୍ଚ କରିବା ପରେ ଡ୍ରଗ୍ସ…

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୁଚରିତ୍ରା ମୁଗ୍ରୀ, ଆରଆଇ ଶାଶ୍ୱତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?