ଆମ ଜିଲା ଖବର

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମନ୍ଦାର ପୁଟେଲ l ସ୍ବାମୀ, ଶ୍ୱଶୁର ଓ ତିନି ଛୋଟ ଛୁଆଙ୍କ ସହ…

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ…

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦୁଇ ଗୋଷ୍ଠୀ ଦାବିପତ୍ର…

‘ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର’

ନୂଆପଡା,୧୧।୧୨(ମକାରୁ ବେମାଲ): କେନ୍ଦ୍ର ଅର୍ଥ ସେବା ବିଭାଗଙ୍କ ନିର୍ଦ୍ଦେଶକ୍ରମେ ଜିଲା ଲିଡ୍‌ ବ୍ୟାଙ୍କ ପକ୍ଷରୁ ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର ଶୀର୍ଷକ ସଚେତନତା ଶିବିର ଆସନ୍ତା ୧୨ରେ ନୀଳାଦ୍ରିବିହାର ନୂଆପଡା ଠାରେ ଅନୁଷ୍ଠିତ ହେବ । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲାର…

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର ଆସ୍ତରଣ ଦେଖିବାକୁ ମିଳିଛି। ସହର ଠାରୁ ଅଳ୍ପଦୂର ସାର୍ତ୍ତାଗୁଡାଠାରେ ଏହା ଦେଖିବାକୁ ମିଳିଛି। ସକାଳେ…

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି ଲାଞ୍ଜିଗଡ ପୋଲିସ। ଅଭିଯୁକ୍ତ ଜଣକ ଲାଞ୍ଜିଗଡ଼ ବ୍ଳକ…

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି ଅତ୍ୟାଧୁନିକ ବୈଜ୍ଞାନିକ କୌଶଳ ବ୍ୟବହାର କରାଯାଇ ଶିକାରୀକୁ ଧରିବାକୁ ବନ ବିଭାଗର ପ୍ରୟାସ ସଫଳ…

ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା ଓ୍ବାର୍ଡ ନଂ ୧୬ ଶକ୍ତି ନଗର ପଡା ଇଣ୍ଡିଆନ ବ୍ୟାଙ୍କ ରାସ୍ତାର ଦୃଶ୍ୟ। ପାନୀୟ…

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି ହୋଇଛି। ଅନ୍ୟପକ୍ଷେ, ମାଲକାନଗିରିରେ ଇଣ୍ଟରନେଟ କଟକଣା କେଭି ସିଂହଦେଓ। ଦୁଇ ଗୋଷ୍ଠୀ ସହ ରୁଦ୍ଧଦ୍ୱାର…

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩ ନଂ ଜାତୀୟ ରାଜପଥର ବଡ଼ଝରା ଗାଁ ନିକଟରେ ଏକ ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ…

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?