ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। କର୍ମଶାଳାରେ…
ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ କଲୋନିର ମହମ୍ମଦ ସୋହେଲ (୨୯), ଭାଟି ରୋଡ୍ସ୍ଥିତ ନ୍ୟୁ କଲେକ୍ସନ ଦୋକାନର ମାଲିକ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଅମ୍ବାଭୋନା ଥାନା ଚିଚୋଲି…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ ଚାଷୀ ହନ୍ତସନ୍ତ ହେଉଛନ୍ତି । ବହୁ ସଂଖ୍ୟକ ଚାଷୀ ଅନଲାଇନ୍ ପେମେଣ୍ଟ ସମ୍ପର୍କରେ…
ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…
ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି । ଶନିବାର ଦିନ ବିଳମ୍ବିତ ରାତିରେ ଅଡ଼ବା ଛକ ନିକଟରେ ଗାଡ଼ି ଯାଞ୍ଚ…
ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ
ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି ପୁରାତନ ବିଦ୍ୟାଳୟଟି ୫-ଟି ଯୋଜନାରେ ରୂପାନ୍ତରିତ ହୋଇଥିଲେ ବି ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ…
ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର
ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପାଣି ପଶିବାରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ବନ୍ୟା ଆଶ୍ରୟସ୍ଥଳୀକୁ…
ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା
କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ ସଭ୍ୟା ମନ୍ଦିରା ନାଏକ ଜିଲା ଉପସଭାପତି ଭାବେ ନିଯୁକ୍ତି ପାଇଛନ୍ତି । ଏହାପରେ…
ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ
କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ ଅର୍ଚ୍ଚନା ପରିଡ଼ା। ସେ ହେଉଛନ୍ତି ଉକ୍ତ ଦୋକାନ ମାଲିକଙ୍କ ସ୍ତ୍ରୀ। ତାଙ୍କୁ ହତ୍ୟା…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ ସ୍କୁଲ ଛୁଟି ହେବା ପରେ ଜଣେ ଛାତ୍ରୀ ସ୍କୁଲ ଭିତରେ ଥିବା ବେଳେ…
ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…
ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ ରବିବାର ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍ ପରିସରରେ ଏକ ସାଇବର…
ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ ପରିମାଣର ୩୪୫ ମିମି ବର୍ଷା ହୋଇଛି । ଶୁକ୍ରବାର ରାତିରୁ ଅବିଶ୍ରାନ୍ତ ଭାବେ…

