ଆମ ଜିଲା ଖବର

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା କମିଟିର କାର୍ଯ୍ୟକର୍ତ୍ତାମାନେ କୋରାପୁଟ ବିଧାୟକ ରଘୁରାମ ମାଛଙ୍କ ଉପସ୍ଥିତିରେ…

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ। ସୋମବାର ଭୁବନେଶ୍ୱରସ୍ଥିତ ଖୋର୍ଦ୍ଧା ଏଡିଜେ-୩ କୋର୍ଟଙ୍କ ରାୟ ପରେ ମୂର୍ତ୍ତି ଫେରିବା ଆଶା ଉଜ୍ଜୀବିତ…

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ…

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍‌, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ କେବଳ…

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ ୧୭ ଇଞ୍ଚ୍‌) ର କୋର୍ ଡ୍ରିଲିଂ କାର୍ଯ୍ୟ କରାଯାଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ASI)…

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ ଜଳିଯାଇଛି ଫଳ ଦୋକାନ। ପ୍ରାୟ ୫୦ରୁ ଅଧିକ ଦୋକାନ ଜାଳିପୋଡି ଛାରଖାର ହୋଇଯାଉଛି ।…

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ମଧ୍ୟ ରାଜ୍ୟର ଅନ୍ୟ ଜିଲାଠାରୁ ଅଧିକ। କେତେବେଳେ…

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ସନ୍ଧ୍ୟାରେ ଯାଜପୁର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ବିଭାଗ ଲାଞ୍ଚ ଟଙ୍କା…

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ଭଳି ଅଭାବନୀୟ ଘଟଣାକୁ ନେଇ ଅଞ୍ଚଳରେ ଏକ ଶୋକର ଛାୟା ଖେଳିଯାଇଛି। କଳାହାଣ୍ଡି ଜିଲା…

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୁନୀଲ କୌଣସି କାମଧନ୍ଦା ନ…

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଡିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ସନ୍ତୋଷ କୁମାର ସାହୁ ,…

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ ଫସଲ, କଦଳୀ ଚାଷ ନଷ୍ଟ ହେବା ସହ କେତେକ ସ୍ଥାନରେ ଘର ଭାଙ୍ଗିଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?