ଆମ ଜିଲା ଖବର

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ ଜଳିଯାଇଛି । ଫଳ ଦୋକାନ ପ୍ରାୟ ୫୦ରୁ ଅଧିକ ଦୋକାନ ଜାଳିପୋଡି ଛାରଖାର ହୋଇଯାଉଛି…

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ ନିକଟସ୍ଥ ମା’ ରତନେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବୈଶ୍ୟ ସମାଜର କେନ୍ଦ୍ରୀୟ ସଭାପତି…

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କଣ୍ଟେଇପଲ୍ଲୀର ଜି ଏସ୍‌…

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ନିଆଁ ଲାଗି ସବୁ ଛାରଖାର ହୋଇଯାଇଛି। କେଉଁ କାରଣରୁ ନିଆଁ ଲାଗିଲା ସ୍ପଷ୍ଟ ହୋଇନଥିଲେ…

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି ଗ୍ରାମର ମୁଖିଆ ଏବଂ ଗ୍ରାମବାସୀ ଏକାଠି ହୋଇ ଓଡ଼ିଶାର ସମସ୍ତ ସରକାରୀ ଯୋଜନା ଗ୍ରହଣ…

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା…

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ନେଇ ସୋମବାର…

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ,…

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା ନେଇ ନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପାଇ ନୂଆଗାଁ ଥାନା ପୋଲିସ…

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି ଫଳ ବଜାରରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି ୫୦ରୁ ଊର୍ଦ୍ଧ୍ବ ଫଳ…

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ…

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ କନ୍ଧମାଳ ଜିଲାର ସବୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?