ଆମ ଜିଲା ଖବର

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ ଯୋଡ଼ାଚୁଆ ବିଟ୍‌ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଏ.ଆଇ କ୍ୟାମେରାରେ କଏଦ ହୋଇଥିବା…

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତି ଇତିହାସ ରଚିଲେ। ବଡମାଧପୁର ଗଞ୍ଜାମ ଟାଇକୋଣ୍ଡୋ ଏକାଡେମୀ ଗତ…

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ…

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା ପଣ୍ଡାଙ୍କ ଯୋଗଦେଇଥିଲେ। ତେବେ ସବୁଠୁ ବଡ଼ କଥା ହ୍ୟୁମାନଙ୍କ ମୃତ୍ୟୁ ବିବାଦକୁ ନେଇ ପୁଣି…

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା ମାତ୍ରେ…

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶାର ନାମୀଦାମୀ କଳାକାର ଯୋଗ ଦେଇଥିଲେ।…

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଅଭିଯୋଗରେ ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ନୀଳଗିରି ପୋଲିସ। ଅଭିଯୁକ୍ତଙ୍କଠାରୁ…

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ ଏକ କାର୍‌ ପଶିଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ସୋମବାର ଭୋର୍‌ ଏକ କାର୍‌…

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ। ପ୍ରକାଶ ଯେ, ଏବେ ପ୍ରାଣୀସମ୍ପଦକୁ ଫାଟୁଆ ରୋଗର ଭୟ ରହିଛି। ଏଥିପାଇଁ…

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ ଲୋକମାନେ ଅଧିକ କଷ୍ଟ ପାଉଛନ୍ତି। ଏଭଳି ସ୍ଥିତିରେ ସହରାଞ୍ଚଳର ବାସହୀନ ଲୋକଙ୍କ ରାତ୍ରିଯାପନ ପାଇଁ…

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି। ସହରାଞ୍ଚଳରେ ବିଭିନ୍ନ କ୍ରୀଡ଼ା ଅନୁଷ୍ଠାନ ପକ୍ଷରୁ କ୍ରିକେଟ୍‌ କୋଚିଂ ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳ ପିଲାମାନେ…

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ ନିଆଁ ଲାଗି ଅନ୍ୟ ଦୋକାନକୁ ବ୍ୟାପିଥିଲା। ତେବେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ନିଆଁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?