ଆମ ଜିଲା ଖବର

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫ ଡିଗ୍ରୀ ରହିଛି। ଫଳରେ ରାଜ୍ୟରେ ସବୁଠାରୁ କମ୍‌ ତାପମାତ୍ରା ବୋଲି କୁହାଯାଇଛି। ପ୍ରବଳ ଜାଡ଼…

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬ ଦଶନ୍ଧି ବିତିଯାଇଛି । ପ୍ରଥମରୁ ପଞ୍ଚମ ଓ ପରବର୍ତ୍ତୀ ସମୟରେ ଅଷ୍ଟମ ପର୍ଯ୍ୟନ୍ତ ଆଉ…

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬ ଦଶନ୍ଧି ବିତିଯାଇଛି । ପ୍ରଥମରୁ ପଞ୍ଚମ ଓ ପରବର୍ତ୍ତୀ ସମୟରେ ଅଷ୍ଟମ ପର୍ଯ୍ୟନ୍ତ…

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୋମନା ବ୍ଲକ ବୃଦ୍ଧିକୋମନା ସରକାରୀ ପଞ୍ଚାୟତ ଉଚ୍ଚ…

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା ବୁଦ୍ଧିମାନ ପରିଚୟ। କୌଣସି ପ୍ଲାଟ୍‌ଫର୍ମରେ ଅର୍ଥ ବିନିଯୋଗ ବେଳେ ଲୋକଙ୍କ ସେ ବାବଦରେ ସେତିକି…

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭।୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବଡଦୋହେଲ ପଞ୍ଚାୟତ ସାନଦୋହେଲ ଗାଁରେ ଦେଖିବାକୁ ମିଳିଛି। ସୂଚନା…

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର ସେଠୀ ହୋଇଥିବା ବେଳେ ଅନ୍ୟଜଣେ ପ୍ରେମଝରି ଗ୍ରାମର ଉପେନ୍ଦ୍ର ଦିଗାଲ ବୋଲି ଜଣାପଡିଛି। ଫୁଲବାଣୀ…

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶନିବାର ବନ ବିଭାଗକୁ ନାକେଦମ୍‌ ହେବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଧାମରା ବନ୍ଦର…

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ ଚାଲିବ। ଏହି ଏହି ୧୧ଦିନ ଅବଧିରେ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ୱାପାଲି ଗୋପପୁର…

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ ପ୍ରଦୂଷଣ ୨.୬୭ ଡଷ୍ଟ ପାର୍ଟିକିଲ ଧୂଳି କଣା ରହିଛି। ଏକ ଘରୋଇ କମ୍ପାନୀର ଡିସପ୍ଲେ…

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?