ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର: ପିଉସାଙ୍କ ସମେତ ୫ ଜଣଙ୍କୁ ଉଠାଇନେଲା ପୋଲିସ
ପଟ୍ଟାମୁଣ୍ଡାଇ,୧୨।୮: କେନ୍ଦ୍ରାପଡ଼ା ଜିଲାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ରାଜନଗର ଥାନା ଅଞ୍ଚଳରେ ଏହି ଘଟଣା ହୋଇଥିବା ଜଣାପଡିଛି। ପୀଡ଼ିତା ଛାତ୍ରୀ ଜଣଙ୍କ ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା…
ରୋଗୀକୁ ନେବା ଆସିଥିଲା ୧୦୮ ଆମ୍ବୁଲାନ୍ସ, ହଠାତ୍ ରାସ୍ତାରେ ଲାଗିଲା ନିଆଁ
ବାଣପୁର,୧୨।୮ ( ଦିଲ୍ଲୀପ କୁମାର ସ୍ବାଇଁ ): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ବାଣପୁର ମୁଖ୍ୟ ରାସ୍ତା ଆୟତପୁର ଠାରୁ ଦେଓଗାଁଁ ମଝିରେ ଥିବା କାଁହୁ ପ୍ରଧାନଙ୍କ କୁକୁଡ଼ା ଫାର୍ମ ହାଉସଠାରେ ରାସ୍ତାରେ ଜଳିଗଲା ୧୦୮ ଆମ୍ବୁଲାନ୍ସ। ଅଳ୍ପକେ ବର୍ତ୍ତିଲେ…
ବିଧବା ବୋହୂଙ୍କ ଗାଲ କାମୁଡ଼ିଲେ ଶ୍ୱଶୁର: ପରେ ଶାଶୁ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ, ୧୩ା୮ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜନୈକ ଶ୍ୱଶୁର ନିଜର ବିଧବା ବୋହୂଙ୍କ ଗାଲ କାମୁଡି ଦେଇଥିବା ଜୁଲାଇ ୩୧ ରେ ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ବୋହୂ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିବା ବେଳେ ଶାଶୁ ପାଲଟା…
ରାତି ୧ଟାରେ ପ୍ରେମିକାଙ୍କ ଘରେ ପଶିଲେ ପ୍ରେମିକ: ସକାଳୁ ଘଟିଲା ଏମିତି…
ମହାକାଳପଡ଼ା, ୧୨ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନାରେ ରବିବାର ବିଳମ୍ବିତ ରାତିରେ ପ୍ରେମିକାଙ୍କ ଘରକୁ ଆସି ପ୍ରେମିକ ଫସିଛନ୍ତି। ଏହା ଜଣାପଡ଼ିବା ପରେ ଉଭୟ ପରିବାରର ସହମତିରେ ଥାନାରେ ହାତଗଣ୍ଠି ସୋମବାର ପଡ଼ିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
ନାବାଳିକାଙ୍କ ଆତ୍ମାହୁତି ଘଟଣା: କାମଦେଲାନି ସରକାରୀ କଟକଣା
ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବାଲେଶ୍ୱର ଏଫ୍.ଏମ୍ ସ୍ବୟଂସାଶିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା ପରେ ରାଜ୍ୟ ସରକାର ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ଉପରେ କଟକଣା ଜାରି କରିଥିଲେ। ମାତ୍ର ସରକାରଙ୍କ ଏହି କଟକଣା ସଠିକ୍ଭାବେ କାର୍ଯ୍ୟକାରୀ ହୋଇପାରି ନାହିଁ। ସୋମବାର ବରଗଡ଼…
ଏକା ବଂଶରେ ପ୍ରେମ କରିବାରୁ ପ୍ରେମୀ ଯୁଗଳଙ୍କୁ ବଳଦ ଦଣ୍ଡ
ବନ୍ଧୁଗଁା,୧୨।୮ (ବେଣୁଧର ଲାବାଲା): ପରମ୍ପରା ଆଗରେ ପ୍ରଶାସନର ଜନ ସଚେତନତା ପଛରେ ପଡ଼ିଛି। ଏପରି ଅମାନବୀୟ କାର୍ଯ୍ୟକଳାପକୁ ରୋକିବାକୁ ସରକାରୀ ସ୍ତରରେ ଚେଷ୍ଟା ଚାଲିଥିବା ବେଳେ କମୁନି ଅନ୍ଧବିଶ୍ୱାସ। କିଛି ଦିନ ତଳେ ରାୟଗଡ଼ା ଜିଲାର କଞ୍ଜାମଯୋଡ଼ି ଓ କୋରାପୁଟ ଜିଲା…
କ୍ଷତିପୂରଣ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ: ମୃତ ନାବାଳିକାଙ୍କ ପରିବାରକୁ ୨୦ଲକ୍ଷ ଦିଅ
ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଳକ ଅନ୍ତର୍ଗତ ଫିରିଙ୍ଗିମାଳ ଗ୍ରାମରେ ସୋମବାର ନାବାଳିକାଙ୍କ ଆତ୍ମାହୁତି ଘଟଣାକୁ ନେଇ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛି। ମୃତ ନାବାଳିକାଙ୍କ ପରିବାର ଲୋକଙ୍କୁ 20ଲକ୍ଷ ଟଙ୍କା କ୍ଷତିପୂରଣ, ଦାଦନ ଖଟିବାକୁ ଯାଇଥିବା ମୃତ…
ଚଉଷଠି ଯୋଗିନୀ ମନ୍ଦିର ପାଇଁ ୮୮ କୋଟି ଟଙ୍କା ଘୋଷଣା କଲେ ସରକାର, ସୌନ୍ଦର୍ଯ୍ୟକରଣ ପାଇଁ ଖର୍ଚ୍ଚ ହେବ
ଭୁବନେଶ୍ୱର,୧୧ା୮: ଓଡ଼ିଶାର ବଲାଙ୍ଗିର ଜିଲାର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ରାଣୀପୁର ଝରିଆଲରେ ଅବସ୍ଥିତ ଐତିହାସିକ ଚଉଷଠି ଯୋଗିନୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା…
୧୮ ବର୍ଷ ପରେ ଫେରାର ଅଭିଯୁକ୍ତ ଗିରଫ
ବୁଗୁଡା,୧୧ା୮(କାଳିଚରଣ ଦାଶ): ବୁଗୁଡ଼ା ଥାନା ଅନ୍ତର୍ଗତ ମାଣିତରା ଗ୍ରାମର ଜନୈକ ଫେରାର ଅଭିଯୁକ୍ତଙ୍କୁ ୱାରେଣ୍ଟ ବଳରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କପିଳା ନାଇକ (୫୩)। ଏ ନେଇ ଜିଆର ନଂ ୩୭୬/୨୦୦୭ରେ ଏକ ମାମଲା…
ସମୂହ ଛୁଟିରେ ରହି ଧାରଣାରେ ବସିଲେ
ନୂଆପଡ଼ା,୧୧ା୮ (ମକାରୁ ବେମାଲ): ରାଜସ୍ବ ଅମଲା ସଂଘ ବିଭିନ୍ନ ସମସ୍ୟା ନେଇ ଦୀର୍ଘଦିନରୁ ଦାବି କରିଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉ ନ ଥିବାରୁ ସୋମବାରଠାରୁ ନୂଆପଡ଼ା ଜିଲାର ଅମଲାମାନେ ସମୂହ ଛୁଟିରେ ଯାଇ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ…
ଘରକୁ ଫେରୁଥିଲେ ରାସ୍ତାରେ ଚାହିଁ ରହିଥିଲା…
ନୂଆପଡ଼ା,୧୧ା୮ (ମକାରୁ ବେମାଲ ): କୋମନା ବ୍ଲକ ଅନ୍ତର୍ଗତ ଲଖନା ଥାନା ଘାଟିପଡ଼ା ସୁବିଧାକେନ୍ଦ୍ର ନିକଟ ଜାତୀୟ ରାଜପଥରେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…
ସମସ୍ୟାରେ ଥୁଆମୂଳ ରାମପୁର ବ୍ଲକ୍ : ସମାଧାନ ଶୂନ୍ୟ, ପ୍ରହସନ ପାଲଟିଛି ଅଭିଯୋଗ ଶୁଣାଣି
ଆମୂଳ ରାମପୁର,୧୧ା୮ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ବ୍ଲକରେ ପୂର୍ବରୁ ଅଭିଯୋଗ ଶୁଣାଣି ହୋଇଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇପାରି ନ ଥିବାରୁ ଏହା ଏକପ୍ରକାର ପ୍ରହସନରେ ପରିଣତ ହୋଇଛି ବେଲି କେତେ ଜଣ ହିତାଧିକାରୀ ପ୍ରକାଶ କରିଥିଲେ। ପଞ୍ଚାୟତ ସମିତି…
Archives


