ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼ ଓ ଜୁନାଗଡ଼ରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। କୁଆପଥର ମାଡ଼ ଯୋଗୁ ଧର୍ମଗଡ଼…
ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ
ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ ଗଜପତି ପୋଲିସ ପକ୍ଷରୁ ପାଖାପାଖି ୧୦ ଟନ ଗଞ୍ଜେଇ ଜବତ ହୋଇ ସାରିଲାଣି।…
କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍ ପହଞ୍ଚିଗଲା ପୋଲିସ, ତା’ପରେ…
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା ଖବରପାଇ ସଦର ଥାନା ପୋଲିସ ଚଢାଉ କରିଥିଲା। ନୂଆପଡ଼ାରୁ ଆନ୍ଦ୍ରପ୍ରଦେଶକୁ ଯାଉଥିବା ଏହି…
ଅପହଞ୍ଚ ଅଞ୍ଚଳରେ ଆଇଏଏସ୍ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି ଜିଲାପ୍ରଶାସନ ପହଞ୍ଚିଛି । ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ସାଧାରଣ ମୌଳିକ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ ଓ ମାମିଙ୍କ ଭଉଣୀ ଘରୁ ଟାଣି ନେଇ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ…
ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ
ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l ତାହାର ସଂଯୋଗୀକରଣ ଏବଂ ପାରିପାର୍ଶ୍ୱିକ ଉନ୍ନତିକରଣ ନେଇ ଆଜି ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ରବୀନ୍ଦ୍ର ସାହୁ ଓରଫ ଅଧିକାରୀ ଏବଂ ପ୍ରତିପକ୍ଷ…
ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା ଭଳି ହୋଇପଡିଛି। ସୋମବାର ସ୍ପଷ୍ଟ ଦିବାଲୋକରେ ଜଣେ ବ୍ୟବସାୟୀଙ୍କୁ ମରଣାତ୍ମକ ଆକ୍ରମଣ କରି…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ ହୋଇଥିବା କୁଆପଥର, ପବନ ଓ ବର୍ଷାରେ ଏଭଳି ଅଘଟଣ ଘଟିଛି। ପରବର୍ତ୍ତୀ ପର୍ଯ୍ୟାୟରେ…
ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା
ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development Council chairman) ଭାବେ ନିଯୁକ୍ତି ଦେଇଛନ୍ତି। ତାଙ୍କର ଏହି ନିଯୁକ୍ତି ପାଇଁ ସେ…
ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ
ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ, ପାଟଣା ଆନନ୍ଦେଶ୍ୱର ଶିବ ମନ୍ଦିର ସହ ବ୍ଲକର ବିଭିନ୍ନ ଐତିହ୍ୟ ସ୍ଥଳୀ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ ଜମି ଚିହ୍ନଟ ପାଇଁ ତହସିଲଦାରଙ୍କୁ ପତ୍ର…
Archives


