ଆମ ଜିଲା ଖବର

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ ଟଙ୍କା ପରିଶୋଧ ନ କରିବାରୁ ଏପରି କରାଯାଇଛି। ଲକ୍‌ ଥାନା ପୋଲିସ ଓ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିଲେ ଆଗକୁ ପରିସ୍ଥିତି ଜଟିଳ ରୂପ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ କଂଗ୍ରେସ ମଧ୍ୟରେ ଲଢ଼େଇ ଜୋରଦାର ହେଉଥିବାବେଳେ ଏଥର ଏହି ଆସନରେ ବିଜେଡି, କଂଗ୍ରେସ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ କରି ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତି ତଥା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଭିଡିଓଟି ମୋବାଇଲରୁ ମୋବାଇଲକୁ ଘୂରିବୁଲୁଛି। ଭିଡିଓରେ ସ୍ବାଇଁ କହିଛନ୍ତି ଯେ, ‘ବିଧାୟକ...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ ୟାସିର ନଓ୍ବାଜଙ୍କୁ ପ୍ରାର୍ଥୀ କରିଛି। ୩ ପ୍ରମୁଖ ଦଳ ପ୍ରାର୍ଥୀ ପ୍ରଚାର ମଇଦାନକୁ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ ସାହସପୁର ସରପଞ୍ଚ ସୁକାନ୍ତି ଜୟପୁରିଆଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଭାଜପାରେ ସାମିଲ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଭବାନୀପାଟଣା ବିଧାନସଭା ଆସନରୁ ଭାଜପା ତା’ର ସିଟିଂ ବିଧାୟକ ପ୍ରଦୀପ୍ତ କୁମାର ନାଏକଙ୍କୁ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍‌ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଓ ଶେରଗଡ଼ ବସଷ୍ଟାଣ୍ଡ ନିକଟରେ ୨ଟି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri