ଆମ ଜିଲା ଖବର

ବନ୍ଧୁକ କାରବାର ମାମଲା: ବିହାରରୁ ଧରାପଡ଼ିଲେ କିଙ୍ଗପିନ

କଟକ, ୨୪ା୩ (କାର୍ତ୍ତିକ ସାହୁ)- ବେଆଇନ ବନ୍ଧୁକ କାରବାର ମାମଲାରେ କମିଶନରେଟ୍‌ ପୋଲିସ ୨ ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ କାରବାରର ମୁଖ୍ୟ ଅଭିଯୁକ୍ତ ତଥା କିଙ୍ଗପିନ ବିହାର ମୁଙ୍ଗେର ଅଞ୍ଚଳର...

ବାରମ୍ବାର ସମନ ଜାରି ସତ୍ତ୍ୱେ କରୁଥିଲେ ଅଣଦେଖା, ବ୍ୟକ୍ତିଙ୍କ ବିରୋଧରେ ଲଟ୍‌କା ଜାରି କଲା ପୋଲିସ

ପଟ୍ଟାଙ୍ଗି,୨୪।୩(ଶରତ ଧଳ): କୋର୍ଟରୁ ଆସୁଥିଲା ସମନ। ହେଲେ ବାରମ୍ବାର ଏହାକୁ ଅବମାନନା କରି ଆଇନ୍‌ ଉଲ୍ଲଘଂନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଗାଁରେ ପହଞ୍ଚି ସମ୍ପୃକ୍ତ ବ୍ୟକ୍ତିଙ୍କ ଘର ସମୁଖରେ ଡାକବାଜି ମାଧ୍ୟମରେ ଜାରି ହୋଇଥିବା ଗିରଫ ପରୱାନା ପଢି...

ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା

ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ...

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର...

ନୟାଗଡ ଭାଜପାକୁ  ଝଟ୍‌କା: ବିଜେଡିରେ ଯୋଗଦେଲେ ଇରାନୀ ରାୟ

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପାକୁ  ଝଟ୍‌କା । ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗଦେଇଛନ୍ତି।  ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ଯୋଗଦେଛନ୍ତି। ଶତାଧିକ ସମର୍ଥକଙ୍କ ସହିତ ସେ ଶଙ୍ଖ ଭବନରେ ବିଜେଡିରେ ଯୋଗ...

୨୪୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ବ୍ରହ୍ମପୁର,୨୪ା୩(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ପୃଥକ୍‌ ସ୍ଥାନରୁ ଜବତ ହୋଇଛି। ୬ ଜଣ ଚାଲାଣକାରୀଙ୍କୁ କାବୁ କରିଛି। ଦୁଇଟି କାର୍‌, ପିକ୍‌ଅପ୍‌ ଗାଡ଼ି ଓ ଦୁଇଟି ବାଇକ୍‌ ଜବତ କରିଛି। ମୋଟ୍‌...

ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଆତ୍ମହତ୍ୟା କଲା ସ୍ବାମୀ

ଟେନ୍‌ସା,୨୪।୩(ସମୀର କୁମାର ପାଢୀ): ସ୍ତ୍ରୀର ମୃତ୍ୟୁକୁ ଅତି ସହଜରେ ଗ୍ରହଣ କରି ପାରିଲେନି ସ୍ବାମୀ। ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଆତ୍ମହତ୍ୟା କଲେ ସ୍ବାମୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍‌ସା ଫାଣ୍ଡି ଜିରୋ...

ମା-ବାପାଙ୍କ ଜୀବନ ନେଲେ ପୁଅ

କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ସକାଳେ ଏହି ଘଟଣା ଘଟିଛି।...

ଶିଳ୍ପ ବଦଳରେ ମୋରମ ଲୁଟ୍‌ ଅଭିଯୋଗ

ଯାଜପୁର,୨୪ା୩(ହର୍ଷବର୍ଦ୍ଧନ ବେହେରା):ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ୍‌ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଡାଉନଷ୍ଟ୍ରିମ୍‌ ଶିଳ୍ପକୁ ମଧ୍ୟ ଅଧିକ ପ୍ରାଧାନ୍ୟ ଦିଆଯାଉଛି। ଏଥିପାଇଁ ଗୋସୁଇପ୍ଟ ପୋର୍ଟାଲ ଜରିଆରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଶୁକ୍ରବାର ଅପରାହ୍ନରେ ବେଲଜିୟମ ନାଗରିକ ଥିଏରି ଦେମିନ୍ସେଉ ଗୁଗଲର ସହାୟତା ନେଇ...

‘ପଲିଥିନ୍‌ ତଳେ ଅସହାୟ ଜାନକୀ’

ହାଟଡ଼ିହୀ,୨୪ା୩(ପାର୍ଥ ସୌରଭ ସା):ତିନିବର୍ଷ ହେଲା ସ୍ବାମୀଙ୍କ ମୃତ୍ୟୁ ଘଟିଛି। ପୁଅ ରୋଜଗାର ପାଇଁ ବାହାରକୁ ଯାଇ ଆଉ ଘରକୁ ଆସୁନି। ମରାମତି ଅଭାବରୁ ଘର ଭାଙ୍ଗି ମାଟିରେ ମିଶିଯାଇଛି। ଚାଷଜମି କି ରୋଜଗାର ମାଧ୍ୟମ ନ ଥିବାରୁ ଦୟନୀୟ ଅବସ୍ଥାରେ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର ବିଭିନ୍ନ ସ୍ଥାନ ସମେତ ଭଦ୍ରକ ଓ ଯାଜପୁର ଜିଲା ଏବଂ ଗାନ୍ଧି ଛକରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri